ରୋହିତ ଶର୍ମାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ…
ନୂଆଦିଲ୍ଲୀ,୪ା୭: ଭାରତୀୟ କ୍ରିକେଟ୍ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍ ଟାଇଟଲ ଜିତିଛି। ଟିମ୍ ଇଣ୍ଡିଆ ଗୁରୁବାର ବାର୍ବାଡୋସ୍ରୁ ଘରକୁ ଫେରିଛି। ଦିଲ୍ଲୀ ବିମାନବନ୍ଦରରେ ଟିମ୍ ଇଣ୍ଡିଆକୁ ସ୍ବାଗତ କରାଯାଇଥିଲା। ଟି-୨୦ ବିଶ୍ୱକପ୍ ଜିତିଥିବା ଭାରତୀୟ କ୍ରିକେଟ…
‘ମନ୍ କି ବାତ୍’ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ମୋଦି କହିଲେ ଦେଶବାସୀଙ୍କ ଉପରେ…
ନୂଆଦିଲ୍ଲୀ,୩୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ତିନିମାସ ଧରି ଚାଲିଥିବା ଲୋକ ସଭା ନିର୍ବାଚନ ଏବଂ ପରେ ଶପଥ ଗ୍ରହଣ ହେତୁ ପ୍ରଧାନମନ୍ତ୍ରୀ ତାଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଭାଗ ନେଉ…
ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍ପିଙ୍କୁ ଆଜି…
ପଶ୍ଚିମବଙ୍ଗ ଟ୍ରେନ୍ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ…
ଭାରତ ଜି-୭ର ଅଂଶ ନୁହେଁ, ତଥାପି ଇଟାଲୀରେ କିଭଳି ସେଣ୍ଟର ପଏଣ୍ଟରେ ନଜର ଆସିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ…
ନୂଆଦିଲ୍ଲୀ,୧୬।୬: ଜି୭ ଶିଖର ସମ୍ମିଳନୀ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲିରୁ ଭାରତ ଫେରି ଆସିଛନ୍ତି। ହେଲେ ଗତ ୨ ଦିନ ମଧ୍ୟରେ ବିଶ୍ୱନେତାଙ୍କ ଉପରେ ସମସ୍ତଙ୍କ ନଜର ରହିଥିଲା। ଏହାର ଯେଉଁ ଫଟୋ ଶେଷରେ ସାମ୍ନାକୁ ଆସିଥିଲା, ସେଥିରେ…
ମୋଦିଙ୍କୁ ଚିଠି ଲେଖିଲେ ପାଲେଷ୍ଟାଇନ୍ ପ୍ରଧାନମନ୍ତ୍ରୀ, କହିଲେ ଏହାକୁ ଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବି ପଢ଼ିବା ଉଚିତ, କାରଣ…
ଜେରୁଜେଲମ୍,୧୬ା୬: ପଡ଼ୋଶୀ ଦେଶ ପାକିସ୍ତାନ ନିଜକୁ ମୁସଲମାନ ଦେଶର ବାଦ୍ଶାହା ଭାବରେ ପ୍ରମାଣ କରିବାକୁ ଚେଷ୍ଟା ଜାରି ରଖିଛି। ସେ ଅନୁଭବ କରୁଛି ଯେ, ସେ ବିଶ୍ୱର ମୁସଲମାନ ଦେଶଗୁଡ଼ିକର ନେତୃତ୍ୱ ନେଉଛି। କିନ୍ତୁ ବାସ୍ତବତା ଏହା ବ୍ୟତୀତ ଅନ୍ୟ କିଛି।…
ମୋଦିଙ୍କୁ ପ୍ରଶଂସା କଲେ ଶରଦ ପାଓ୍ବାର, କହିଲେ ତୁମ ପାଇଁ ଆମେ…
ମୁମ୍ବାଇ,୧୫ା୬: ଶନିବାର ଏମ୍ଭିଏ ନେତା ଶରଦ ପାଓ୍ବାର, ଉଦ୍ଧବ ଠାକରେ ଏବଂ ପୃଥ୍ବୀରାଜ ଚୌହାନ ମୁମ୍ବାଇରେ ମିଳିତ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟରେ ୨୦୨୪ ଲୋକ ସଭା ନିର୍ବାଚନରେ ମିଳିତ ମେଣ୍ଟକୁ ସମର୍ଥନ କରିଥିବାରୁ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନ୍ସିପି (ଏସ୍ସିପି)ର…
‘ହେଲୋ ଫର୍ମ ମେଲୋଦି ଟିମ୍’ ଭାଇରାଲ ହେଉଛି ମେଲୋନିଙ୍କ ସହ ମୋଦିଙ୍କ ଭିଡିଓ
ନୂଆଦିଲ୍ଲୀ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଶେଷ ହୋଇଛି। ହେଲେ ସମ୍ମିଳନୀର କିଛି ଏପରି ଦୃଶ୍ୟକୁ କେହି ନଜରଅନ୍ଦାଜ କରିପାରି ନାହାନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ଆୟୋଜିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମେଲୋନିଙ୍କ ଏକାଠି…
ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ଆଲିଙ୍ଗନ କଲେ ପୋପ୍ ଫ୍ରାନ୍ସିସ୍
ନୂଆଦିଲ୍ଲୀ,୧୪।୬: ଇଟାଲୀରେ ଚାଲିଥିବା ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଛନ୍ତି। ଏହି ଅବସରରେ ସେ ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିଛନ୍ତି। ଉଭୟଙ୍କ ଭେଟର କିଛି ଫଟୋ କାର୍ଯ୍ୟାଳୟ ପକ୍ଷରୁ ଶେୟାର କରାଯାଇଛି। ତେବେ ସମ୍ମିଳନୀ ପୂର୍ବରୁ ମୋଦି ଫ୍ରାନ୍ସ ରାଷ୍ଟ୍ରପତି…
ଇଟାଲୀରେ ପହଞ୍ଚିଲେ ମୋଦି
ରୋମ୍,୧୪ା୬: ୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ ସେ…
ପ୍ରଧାନମନ୍ତ୍ରୀ ଶପଥ ନେବାର ୪ ଦିନରେ ୪ ଆତଙ୍କବାଦୀ ଆକ୍ରମଣ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ସହ କଥା ହୋଇ ମୋଦି କହିଲେ…
ନୂଆଦିଲ୍ଲୀ,୧୩ା୬: କିଛି ଦିନ ହେବ ଜମ୍ମୁ-କଶ୍ମୀରରେ ଅନେକ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଗତ ଚାରି ଦିନ ମଧ୍ୟରେ ରେସି, କାଠୁଆ ଏବଂ ଡୋଡା ଜିଲାର ୪ଟି ସ୍ଥାନ ଉପରେ ଆକ୍ରମଣ କରି ୯ ଜଣ ତୀର୍ଥଯାତ୍ରୀ ଏବଂ ଜଣେ ସିଆର୍ପିଏଫ୍…
ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ କାନାଡା ପ୍ରଧାନମନ୍ତ୍ରୀ, ରହିଛି ଏସବୁ ଯୋଜନା
ରୋମ୍,୧୩ା୬: ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମ୍ନାସାମ୍ନି ହେବେ। ଶୁକ୍ରବାର ଉଭୟ ନେତା ସାକ୍ଷାତ କରିପାରନ୍ତି ବୋଲି ଜାଣିବାକୁ ମିଳିଛି। ଭାରତ ବିରୋଧରେ ହିଂସା ଏବଂ ଉଗ୍ରବାଦକୁ…
Archives


