Tag Archives: pm modi

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍‌ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି।…

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା…

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ମନମୋହନ ସିଂଙ୍କ ଶିକ୍ଷାଗତ ଯୋଗ୍ୟତା: ଭାରତର…

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ ଭାଜପା…

ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ନୂଆଦିଲ୍ଲୀ,୧୩ା୫: ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି,…

ପଶ୍ଚିମବଙ୍ଗରେ ମୋଦି ଦେଲେ ଏହି ୫ ଗ୍ୟାରେଣ୍ଟି…

କୋଲକାତା,୧୨ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପଶ୍ଚିମବଙ୍ଗର ବାରାକପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ୫ଟି ଗ୍ୟାରେଣ୍ଟି ଦେଇଛନ୍ତି। ସେ କହିଛନ୍ତି, ସେମାନେ ସିଏଏ ଆଇନକୁ ରଦ୍ଦ କରିବା କଥା କହୁଛନ୍ତି, କିନ୍ତୁ ଆଜି ମୁଁ…

ଭାରତମାତା, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବରଗଡ଼,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଶନିବାର ଅପରାହ୍ନରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ବରଗଡ଼ରେ ପହଞ୍ଚିଛନ୍ତି। ମୋଦି ବରଗଡ଼ରେ ପହଞ୍ଚିବା ପରେ ମୋଦି ଜୀ ମୋଦି ଜୀ ନାରାରେ କମ୍ପି ଉଠିଥିଲା ସଭାସ୍ଥଳ। ପ୍ରଧାନମନ୍ତ୍ରୀ…

କାହା ନାଁ ନ ନେଇ ଜୋର୍‌ଦାର ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାରରେ ନିରନ୍ତର ରହିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ମହାରାଷ୍ଟ୍ରର ନନ୍ଦୁରବରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଉପରେ ଜୋରଦାର ବର୍ଷିଛନ୍ତି। ସେ କର୍ନାଟକରେ ଶାସନ କରୁଥିବା କଂଗ୍ରେସରେ ଧର୍ମ…

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ନିକଟସ୍ଥ ଏକ ପଡ଼ିଆରେ ହେବାକୁ ଥିବା ସଭାରେ ଉପସ୍ଥିତ ଜନତାଙ୍କୁ ସମ୍ବାଧିତ…

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଥମ ଥର ପାଇଁ ‘ଡବଲ ଇଞ୍ଜିନ’ ସରକାର ପାଇବ। ମୋଦି ବିରୋଧୀଙ୍କୁ ଟାର୍ଗେଟ୍‌…

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା…

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri