Tag Archives: pm modi

‘ହେଲୋ ଫର୍ମ ମେଲୋଦି ଟିମ୍‌’ ଭାଇରାଲ ହେଉଛି ମେଲୋନିଙ୍କ ସହ ମୋଦିଙ୍କ ଭିଡିଓ

ନୂଆଦିଲ୍ଲୀ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଶେଷ ହୋଇଛି। ହେଲେ ସମ୍ମିଳନୀର କିଛି ଏପରି ଦୃଶ୍ୟକୁ କେହି ନଜରଅନ୍ଦାଜ କରିପାରି ନାହାନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ଆୟୋଜିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମେଲୋନିଙ୍କ ଏକାଠି…

ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ଆଲିଙ୍ଗନ କଲେ ପୋପ୍‌ ଫ୍ରାନ୍ସିସ୍‌

ନୂଆଦିଲ୍ଲୀ,୧୪।୬: ଇଟାଲୀରେ ଚାଲିଥିବା ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଛନ୍ତି। ଏହି ଅବସରରେ ସେ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିଛନ୍ତି। ଉଭୟଙ୍କ ଭେଟର କିଛି ଫଟୋ କାର୍ଯ୍ୟାଳୟ ପକ୍ଷରୁ ଶେୟାର କରାଯାଇଛି। ତେବେ ସମ୍ମିଳନୀ ପୂର୍ବରୁ ମୋଦି ଫ୍ରାନ୍ସ ରାଷ୍ଟ୍ରପତି…

ଇଟାଲୀରେ ପହଞ୍ଚିଲେ ମୋଦି

ରୋମ୍‌,୧୪ା୬: ୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ ସେ…

ପ୍ରଧାନମନ୍ତ୍ରୀ ଶପଥ ନେବାର ୪ ଦିନରେ ୪ ଆତଙ୍କବାଦୀ ଆକ୍ରମଣ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ସହ କଥା ହୋଇ ମୋଦି କହିଲେ…

ନୂଆଦିଲ୍ଲୀ,୧୩ା୬: କିଛି ଦିନ ହେବ ଜମ୍ମୁ-କଶ୍ମୀରରେ ଅନେକ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଗତ ଚାରି ଦିନ ମଧ୍ୟରେ ରେସି, କାଠୁଆ ଏବଂ ଡୋଡା ଜିଲାର ୪ଟି ସ୍ଥାନ ଉପରେ ଆକ୍ରମଣ କରି ୯ ଜଣ ତୀର୍ଥଯାତ୍ରୀ ଏବଂ ଜଣେ ସିଆର୍‌ପିଏଫ୍‌…

ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ କାନାଡା ପ୍ରଧାନମନ୍ତ୍ରୀ, ରହିଛି ଏସବୁ ଯୋଜନା

ରୋମ୍‌,୧୩ା୬: ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମ୍ନାସାମ୍ନି ହେବେ। ଶୁକ୍ରବାର ଉଭୟ ନେତା ସାକ୍ଷାତ କରିପାରନ୍ତି ବୋଲି ଜାଣିବାକୁ ମିଳିଛି। ଭାରତ ବିରୋଧରେ ହିଂସା ଏବଂ ଉଗ୍ରବାଦକୁ…

ନିଜ ପାଖରେ ଏହି ସବୁ ମନ୍ତ୍ରଣାଳୟ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ରବିବାର ଶପଥ ଗ୍ରହଣ କରିଛନ୍ତି। ନରେନ୍ଦ୍ର ମୋଦି ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ତେବେ ସୋମବାର ସୋମବାର ପ୍ରଧାନମନ୍ତ୍ରୀ ପ୍ରଥମ କ୍ୟାବିନେଟ ବୈଠକ କରି ବିଭାଗ ବଣ୍ଟନ କରିଛନ୍ତି। ମନ୍ତ୍ରଣାଳୟର ବଣ୍ଟନରେ…

କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦ା୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଆଜି ଅର୍ଥାତ୍‌ ସୋମବାର ସନ୍ଧ୍ୟାରେ ଲୋକ କଲ୍ୟାଣ ମାର୍ଗରେ ଥିବା…

ଭାଜପା ଖାତାକୁ ଯିବ ଏସବୁ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୯ା୬: ସଦ୍ୟସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପା ଏକାକୀ ୨୪୦ ଆସନ ଜିତିଥିବାବେଳେ ନ୍ୟାଶନାଲ ଡେମୋକ୍ରାଟିକ ଆଲିଆନ୍ସ (ଏନ୍‌ଡିଏ)କୁ ୨୯୩ ଆସନ ମିଳିଛି। ନୂଆ ଏନ୍‌ଡିଏ ସରକାରରେ ଭାଜପା ସହ ସହଯୋଗୀ ଦଳଗୁଡ଼ିକୁ ଅଧିକ ମନ୍ତ୍ରୀପଦ ମିଳିବ ବୋଲି କୁହାଯାଉଛି। ଏନେଇ…

ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୫ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସପ୍ତଦଶ ଲୋକ ସଭା ଭଙ୍ଗ କରିଛନ୍ତି। ନୂଆ ସରକାର ଗଠନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ତଫା ଦେଇଥିଲେ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ…

ବାରାଣସୀରେ ମୋଦି ଆଗରେ

ବାରାଣସୀ,୪ା୬: ଉତ୍ତରପ୍ରଦେଶର ୮୦ଟି ଲୋକ ସଭା ଆସନରେ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ସର୍ବପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣନାରେ ଭାଜପା ଆଗୁଆ ରହିଛି। ତେବେ ପୋଷ୍ଟାଲ ବାଲଟ ପରେ ଇଭିଏମ୍‌ର ଭୋଟ୍‌ ବର୍ତ୍ତମାନଠାରୁ କିଛି ସମୟ…

ଲୋକ ସଭା ନିର୍ବାଚନ ଉପରେ ଚାଇନାର ନଜର, ମୋଦି ପ୍ରଧାନମନ୍ତ୍ରୀ ହେଲେ…

ବେଜିଂ/ନୂଆଦିଲ୍ଲୀ,୩ା୬: ଲୋକ ସଭା ନିର୍ବାଚନର ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ରେ ‘ମୋଦି ସରକାର ପୁଣି ଥରେ’ ପୂର୍ବାନୁମାନ କରାଯାଇଛି। ଯଦି ଏକ୍‌ଜିଟ୍‌ ପୋଲକୁ ବିଶ୍ୱାସ କରାଯାଏ, ତେବେ ତୃତୀୟଥର ପାଇଁ ଭାରତରେ ମୋଦି ସରକାରଙ୍କ ସମସ୍ତ ସମ୍ଭାବନା ରହିଛି। ଅନେକ ଏକ୍‌ଜିଟ୍‌ ପୋଲ୍‌ରେ…

ଆଜି ମୋଦିଙ୍କ ମାରାଥନ ବୈଠକ, ଏସବୁ ପ୍ରସଙ୍ଗକୁ ନେଇ କରିବେ ଆଲୋଚନା

ନୂଆଦିଲ୍ଲୀ,୨ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଲୋକ ସଭା ନିର୍ବାଚନର ବ୍ୟସ୍ତତା ଭିତରୁ ବାହାରିଛନ୍ତି। ଆଧ୍ୟାତ୍ମିକ ବିରତିରୁ ମଧ୍ୟ ଫେରି ଆସିଛନ୍ତି। ସେ ବର୍ତ୍ତମାନ କାର୍ଯ୍ୟ ଉପରେ ଧ୍ୟାନ ଦେଇଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ମାରାଥନ ବୈଠକ କରିବେ। ୭ଟି ପ୍ରସଙ୍ଗରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri