Tag Archives: pm modi

ଖୋଜି ଖୋଜି ହିନ୍ଦୁଙ୍କୁ ହତ୍ୟା କଲେ ଆତଙ୍କବାଦୀ; ମୋଦି କହିଲେ-‘କାହାରିକୁ ଛଡ଼ାଯିବ ନାହିଁ’

ନୂଆଦିଲ୍ଲୀ, ୨୨।୪: ଏକ ଭୟଙ୍କର ଲକ୍ଷ୍ୟଭିତ୍ତିକ ଆତଙ୍କବାଦୀ ଘଟଣାରେ, ଇସଲାମିକ ଉଗ୍ରପନ୍ଥୀମାନେ ମଙ୍ଗଳବାର ଦକ୍ଷିଣ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଆକ୍ରମଣ କରିଥିଲେ, ଯେଉଁଥିରେ 26ରୁ ଅଧିକ ପର୍ଯ୍ୟଟକ ମୃତ୍ୟୁ ବରଣ କରିଛନ୍ତି। ଆକ୍ରମଣକାରୀମାନେ ସେମାନଙ୍କ ଧାର୍ମିକ ହିନ୍ଦୁ…

‘ମୋଦିଙ୍କୁ ଯାଇ କହିବ,’ସ୍ୱାମୀଙ୍କୁ ହତ୍ୟା କରିବା ପରେ ମହିଳାଙ୍କୁ ଏମିତି କହିଲେ ପହଲଗାମ ଆକ୍ରମଣକାରୀ

ନୂଆଦିଲ୍ଲୀ, ୨୨।୪: କର୍ଣ୍ଣାଟକର ଶିବମୋଗାର ଜଣେ ବ୍ୟକ୍ତି ମଙ୍ଗଳବାର ତାଙ୍କ ପରିବାର ସହ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଛୁଟି କାଟୁଥିବା ବେଳେ ଏକ ଆତଙ୍କବାଦୀ ଆକ୍ରମଣରେ ନିହତ ହୋଇଛନ୍ତି। ମୃତ ବ୍ୟକ୍ତି ମଞ୍ଜୁନାଥ ତାଙ୍କ ପତ୍ନୀ ପଲ୍ଲବୀ ଓ ସେମାନଙ୍କ…

Video: ଜେଦ୍ଦା ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଉଦୀ ଆରବର ସ୍ୱତନ୍ତ୍ର ସ୍ୱାଗତ: ରୟାଲ ଏୟାର ଫୋର୍ସର ଏଫ-୧୫ ଜେଟ୍ସ କଲା ଏସ୍କର୍ଟ

ନୂଆଦିଲ୍ଲୀ,୨୨।୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାଉଦୀ ଆରବରେ ଏକ ଐତିହାସିକ ଓ ସ୍ୱତନ୍ତ୍ର ସ୍ୱାଗତ କରାଯାଇଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବିଶେଷ ବିମାନ ‘ଏୟାର ଇଣ୍ଡିଆ ୱାନ’ ସାଉଦି ଆରବର ବାୟୁସୀମାରେ ପ୍ରବେଶ କରିବା ମାତ୍ରେ ରୟାଲ ସାଉଦୀ ଏୟାର ଫୋର୍ସର…

ଆଜି ମୋଦି-ଭାନ୍ସ ଆଲୋଚନା

ନୂଆଦିଲ୍ଲୀ,୨୧।୪(ପି.ଟି.): ଭାରତ ଗସ୍ତରେ ଆସୁଥିବା ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଓ ତାଙ୍କ ସ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ସେକେଣ୍ଡ ଲେଡି ଉଷା ଭାନ୍ସଙ୍କ ସମ୍ମାନାର୍ଥେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସନ୍ଧ୍ୟାରେ ୭ ଲୋକକଲ୍ୟାଣ ମାର୍ଗ ବାସଭବନରେ ନୈଶଭୋଜିର ଆୟୋଜନ…

ଭାରତରେ ଟେସଲାର ପ୍ରବେଶ ପୂର୍ବରୁ ଏଲନ ମସ୍କଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ; ଟେକ୍ନୋଲୋଜି, ଇନୋଭେସନ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୮।୪: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କଙ୍କ ସହ ଏକ ଟେଲିଫୋନିକ ଆଲୋଚନା କରିଛନ୍ତି, ଯେଉଁଥିରେ ଭାରତ ଏବଂ ଯୁକ୍ତରାଷ୍ଟ୍ର ମଧ୍ୟରେ ଟେକ୍ନୋଲୋଜି ଏବଂ ନୂତନତ୍ୱ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ପାରସ୍ପରିକ ଆଗ୍ରହକୁ…

ଭଗବଦ୍ ଗୀତା, ନାଟ୍ୟଶାସ୍ତ୍ରକୁ ମିଳିଲା ୟୁନେସ୍କୋ ସମ୍ମାନ, ପ୍ରଧାନମନ୍ତ୍ରୀ କହିଲେ ‘ଗର୍ବର ମୁହୂର୍ତ୍ତ’

ନୂଆଦିଲ୍ଲୀ ,୧୮।୪: ଭାରତର ସାଂସ୍କୃତିକ ଓ ଦାର୍ଶନିକ ଐତିହ୍ୟକୁ ଏକ ଐତିହାସିକ ସ୍ୱୀକୃତି ଭାବେ ଭଗବଦ୍ ଗୀତା ଏବଂ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲଡ ରେଜିଷ୍ଟରରେ ସ୍ଥାନ ପାଇଛି। ଏହି ଘୋଷଣାକୁ ଦେଶ ପାଇଁ ଏକ…

ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…

ନୂଆଦିଲ୍ଲୀ,୧୧।୪: ଆଇପିଏଲ୍‌ ୨୦୨୫ରେ ଟିମ୍‌ ଇଣ୍ଡିଆର ଷ୍ଟାର ଉଇକେଟକିପର୍‌ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍‌ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍‌ ଖେଳିଥିବା ବେଳେ ୩ରେ ବିଜେତା ହୋଇଛି। ମଇଦାନରେ ନିଜର ସ୍ବଭାବକୁ ନେଇ ଖେଳାଳିଙ୍କୁ ହସାଉଥିବା…

‘ନୀତୀଶଙ୍କୁ ଉପପ୍ରଧାନମନ୍ତ୍ରୀ କରାଯାଉ’

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ ପଦ ପାଇଁ ଯୋଗ୍ୟ ବୋଲି ସେ କହିଛନ୍ତି। ଅଶ୍ୱିନୀ କହିଛନ୍ତି, ନୀତୀଶ କୁମାର ଯେପରି…

ମେ’ ୯ରେ ରୁଷିଆ ବିଜୟ ଦିବସ ପରେଡ୍‌: ଯୋଗଦେବା ପାଇଁ ମୋଦିଙ୍କୁ ନିମନ୍ତ୍ରଣ

ମସ୍କୋ,୯ା୪: ରୁଷିଆରେ ମେ’ ୯ରେ ପାଳିତ ହେବାକୁ ଥିବା ୮୦ତମ ବିଜୟ ଦିବସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମସ୍କୋ ନିମନ୍ତ୍ରଣ କରିଛି। ଏନେଇ ରୁଷିଆର ବହିର୍ବ୍ୟାପାର ଉପମନ୍ତ୍ରୀ ଆଣ୍ଡ୍ରେୟ ରୁଡେଙ୍କୋ ବୁଧବାର ସୂଚନା ଦେଇଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବାବେଳେ ୧୯୪୫ ଜାନୁଆରୀରେ…

ରାମନବମୀରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ପମ୍ବନ ସେତୁ ଉଦ୍‌ଘାଟନ କରି କହିଲେ ଦେଶବାସୀଙ୍କ ପାଇଁ ଏହା…

ନୂଆଦିଲ୍ଲୀ,୬ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍‌ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍‌ଘାଟନ କରିଛନ୍ତି। ଏହି ସେତୁ ହେଉଛି ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ ସମୁଦ୍ର ସେତୁ, ଯାହା ସମୁଦ୍ର ଉପରେ ନିର୍ମିତ। ଏହି…

Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ…

ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ‘ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ,ଏହି ସମ୍ମାନ ୧୪୦ କୋଟି ଭାରତୀୟଙ୍କର

କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ କଲମ୍ବୋରେ ପହଞ୍ଚିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ବାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖରଙ୍କ ସମେତ ପାଞ୍ଚ ଜଣ ପ୍ରମୁଖ ମନ୍ତ୍ରୀ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?