Tag Archives: pm modi

ଟ୍ରମ୍ପଙ୍କୁ ବିଶ୍ୱାସ କଲେ ମୋଦି, ପାକିସ୍ତାନକୁ ନେଇ କହିଲେ ଏମିତି…

ନୂଆଦିଲ୍ଲୀ,୧୬ା୩: ପ୍ରସିଦ୍ଧ ପୋଡକାଷ୍ଟର ଏବଂ ଏଆଇ ଗବେଷକ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରିଛନ୍ତି। ସେ ଚାଇନା-ଭାରତ ସମ୍ପର୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ବନ୍ଧୁତା ବିଷୟରେ ମଧ୍ୟ…

ଯୁବପିଢ଼ିଙ୍କ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରାମର୍ଶ: ”ଧୈର୍ଯ୍ୟ ରଖନ୍ତୁ, ଜୀବନରେ କୌଣସି ସର୍ଟକଟ୍ ନାହିଁ”

ନୂଆଦିଲ୍ଲୀ,୧୬ା୩: ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ୩ ଘଣ୍ଟା ଧରି ଆଲୋଚନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୁବପିଢ଼ିଙ୍କୁ ସର୍ଟକଟ୍ ନ ନେବାକୁ ଏବଂ ଧୈର୍ଯ୍ୟ ଏବଂ ଆତ୍ମବିଶ୍ୱାସ ରଖିବାକୁ ପରାମର୍ଶ ଦେଇଛନ୍ତି। ଫ୍ରିଡମ୍ୟାନ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିବା ଏକ ପ୍ରଶ୍ନର ଉତ୍ତର…

‘୧୪୦ କୋଟି ଭାରତୀୟ ମୋ’ ଶକ୍ତି’

ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡ୍‌ମ୍ୟାନଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ଏହି ପୋଡକାଷ୍ଟରେ, ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କ ଯାତ୍ରା ସମେତ ଅନେକ ବିଷୟ…

ଏହି ଦେଶକୁ କୁହାଯାଏ ମିନି ଇଣ୍ଡିଆ: ଜାଣନ୍ତୁ ଏ ବିଷୟରେ ରୋଚକ ତଥ୍ୟ

ପୋର୍ଟ ଲୁଇସ୍‌,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମରିସସରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ ନିଜେ ପ୍ରଧାନମନ୍ତ୍ରୀଙ୍କୁ ବିମାନବନ୍ଦରରେ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରିବା ପାଇଁ ବିମାନବନ୍ଦରରେ…

ଉତ୍ତରାଖଣ୍ଡକୁ ବଡ଼ ଉପହାର: କେଦାରନାଥରେ ହେବ ରୋପୱେ

ନୂଆଦିଲ୍ଲୀ,୫ା୩: ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଉତ୍ତରାଖଣ୍ଡକୁ ଏକ ବଡ଼ ଉପହାର ମିଳିଛି। କେନ୍ଦ୍ରର ମୋଦି ସରକାର ଉତ୍ତରାଖଣ୍ଡର କେଦାରନାଥ ଧାମ ପାଇଁ ରୋପୱେ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସୋନପ୍ରୟାଗରୁ କେଦାରନାଥ ପର୍ଯ୍ୟନ୍ତ ୧୨.୯ କିଲୋମିଟର ରୋପୱେ ନିର୍ମାଣ କରାଯିବ, ଯେଉଁଥିରେ…

ମୋଦିଙ୍କ ଅବସର ସମୟ ଆସିଗଲାଣି: କାହିଁକି ଏମିତି କହିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୫।୩: ଶିବସେନା (ଉଦ୍ଧବ ଗୋଷ୍ଠୀ) ଏମ୍‌ପି ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଅବସର ନେବାର ସମୟ ଆସିଗଲାଣି, ସେଥିପାଇଁ ସେ ଜଙ୍ଗଲରେ ମଜା କରୁଛନ୍ତି।’ ରାଉତଙ୍କ ଏହି ବ୍ୟଙ୍ଗ ପ୍ରଧାନମନ୍ତ୍ରୀ…

ସିଂହ ଛୁଆକୁ କୋଳରେ ଧରି କ୍ଷୀର ପିଆଇଲେ ପ୍ରଧାନମନ୍ତ୍ରୀ ମୋଦି: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୩:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାନ୍ତରାରେ ବନ୍ୟପ୍ରାଣୀ ଉଦ୍ଧାର, ପୁନର୍ବାସ ଏବଂ ସଂରକ୍ଷଣ କେନ୍ଦ୍ରର ଉଦଘାଟନ କରିଛନ୍ତି। ଭାନ୍ତରା ଦୁଇ ହଜାରରୁ ଅଧିକ ପ୍ରଜାତି ଏବଂ ଦେଢ଼ ଲକ୍ଷରୁ ଅଧିକ ଉଦ୍ଧାର ହୋଇଥିବା ବିପଦପୂର୍ଣ୍ଣ ପ୍ରାଣୀମାନଙ୍କର ଆବାସସ୍ଥଳ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାନ୍ତରାରେ…

‘ମୁଁ ଜନସାଧାରଣଙ୍କ ନିକଟରେ କ୍ଷମା ମାଗୁଛି…’, ମହାକୁମ୍ଭର ସମାପନ ସମୟରେ କାହିଁକି କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ ମୋଦି ?

ନୂଆଦିଲ୍ଲୀ,୨୭।୨: ମହାକୁମ୍ଭମେଳା ୨୦୨୫ ମହା ଆଡମ୍ବରରେ ସମାପ୍ତ ହୋଇଛି। ୪୫ ଦିନ ଧରି ଚାଲିଥିବା ଏହି ଐତିହାସିକ ଉତ୍ସବରେ କୋଟି କୋଟି ଭକ୍ତ ବିଶ୍ୱାସ ଏବଂ ଭକ୍ତିର ସହିତ ତ୍ରିବେଣୀ ସଙ୍ଗମରେ ପବିତ୍ର ସ୍ନାନ କରିଥିଲେ। ମହାକୁମ୍ଭର ସମାପନୀ ସମାରୋହ ଅବସରରେ,…

ଗୋଟିଏ ଦିନ ପାଇଁ ସୋସିଆଲ ମିଡିଆ ଆକାଉଣ୍ଟ ମହିଳାମାନଙ୍କୁ ହସ୍ତାନ୍ତର କରିବେ PM ମୋଦି

ନୂଆଦିଲ୍ଲୀ,୨୩।୨: ରବିବାର ‘ମନ କି ବାତ୍’ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ମାର୍ଚ୍ଚ ୮ ରେ ଜାତୀୟ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ପ୍ରେରଣା ଦେବାକୁ ଗୋଟିଏ ଦିନ ପାଇଁ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ମୋଦିଙ୍କ ପାଖକୁ ଯାଇଛି ୨୧ ନିୟୁତ ଡଲାର: ଟ୍ରମ୍ପ୍‌

ନ୍ୟୁୟର୍କ/ନୂଆଦିଲ୍ଲୀ,୨୩ା୨(ଏଜେନ୍ସି/ପିଟି): ଭାରତରେ ମତଦାନ ହାର ବୃଦ୍ଧି ପାଇଁ ଆମେରିକାରୁ ଆସିଥିବା ୨୧ ନିୟୁତ ଡଲାର (୧୮୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ସହାୟତାକୁ ନେଇ ଦେଶରେ ବିବାଦ ମୁଣ୍ଡ ଟେକିଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ଏହି ପ୍ରସଙ୍ଗ ଉପରେ ଚତୁର୍ଥ ଥର…

ପାଓ୍ବାରଙ୍କୁ ପାଣି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨ା୨: ନୂଆଦିଲ୍ଲୀରେ ଶୁକ୍ରବାର ଅନୁଷ୍ଠିତ ୯୮ତମ ଅଖିଳ ଭାରତୀୟ ମରାଠୀ ସମ୍ମେଳନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଏନ୍‌ସିପି-ଏସ୍‌ପି ମୁଖ୍ୟ ଶରଦ ପାଓ୍ବାର ଯୋଗଦେଇଥିଲେ। ଦୁଇଜଣ ବ୍ୟକ୍ତି କାର୍ଯ୍ୟକ୍ରମ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ ପାଓ୍ବାରଙ୍କୁ ଧରି ମଞ୍ଚକୁ ଆସିଲେ। ଉଦ୍‌ଘାଟନ ପାଇଁ…

PM Kisan: ଚାଷୀଙ୍କ ପାଇଁ ଖୁସି ଖବର;ଏହି ଦିନ ଆକାଉଣ୍ଟକୁ ଯିବ PM-KISAN ଟଙ୍କା

ନୂଆଦିଲ୍ଲୀ,୨୧।୨: ଦେଶର ୯.୮ କୋଟି ଚାଷୀଙ୍କ ପାଇଁ ଖୁସି ଖବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ ୨୪ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଅଧୀନରେ ଚାଷୀମାନଙ୍କୁ ୧୯ତମ କିସ୍ତି ପ୍ରଦାନ କରିବେ। ଏହା ଅଧୀନରେ ପ୍ରାୟ ୨୨,୦୦୦ କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?