Tag Archives: pm modi

ଦୁନିଆ ଦେଖିବ ଟାଟାର ଦମ୍‌, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ…

ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍‌ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍‌ (TASL) କ୍ୟାମ୍ପସ୍‌ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ପରେ ଲୋକଙ୍କୁ…

ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ ମାସରେ ଦୁଇ ନେତା ପ୍ରଥମଥର ପାଇଁ ସାକ୍ଷାତ କରିଥିଲେ। ଯେଉଁଥିରେ ଦୁଇ ଜଣଙ୍କ ମଧ୍ୟରେ…

ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସାରେ ଶତମୁଖ ଡୋନାଲ୍ଡ ଟ୍ରମ୍ପ: କହିଲେ-‘ମୋର ବନ୍ଧୁ, ସୁନ୍ଦର ମଣିଷ’

ନୂଆଦିଲ୍ଲୀ,୯ା୧୦: ଯୁକ୍ତରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିବା ସହ ତାଙ୍କୁ ତାଙ୍କର ‘ବନ୍ଧୁ’ ଏବଂ ‘ସବୁଠାରୁ ସୁନ୍ଦର ମଣିଷ’ ବୋଲି କହିଛନ୍ତି। ଫ୍ଲାଗାଣ୍ଟ ପୋଡକାଷ୍ଟରେ ବିଶ୍ୱର ନେତାଙ୍କ…

ଭାରତ ଗସ୍ତରେ ଆସିଥିବା ଜାମାଇକା ପ୍ରଧାନମନ୍ତ୍ରୀ ହଟହଟା, ସୁରକ୍ଷା ଅଭାବରୁ…

ନୂଆଦିଲ୍ଲୀ,୩ା୧୦: ଭାରତ ଗସ୍ତରେ ଆସିଥିବା ଜାମାଇକାର ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କ ସୁରକ୍ଷାକୁ ନେଇ ଏକ ମାମଲା ସାମ୍ନାକୁ ଆସିଛି। ତାଙ୍କୁ ଭାରତ ସଂସଦ ଯିବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ସୁରକ୍ଷା ଏଜେନ୍ସି ମଧ୍ୟରେ ଦ୍ୱନ୍ଦ୍ୱ ଯୋଗୁ ତାଙ୍କର ପୂରା କନ୍‌ଭେନକୁ…

ଭିଡିଓ କନ୍‌ଫରେନ୍ସିଂରେ ଏକଲବ୍ୟ ମଡେଲ ସ୍କୁଲ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ପାଟଣା,୨ା୧୦: କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ବେଗୁନା ଖମଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର…

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ୍‌ ବାଇଡେନଙ୍କୁ ଏହି ଉପହାର ଦେଇଛନ୍ତି। ବାଇଡେନଙ୍କୁ ମୋଦି ରୁପା ଖଚିତ…

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ ଗସ୍ତର ପ୍ରଥମ ଦିନରେ ଜୋ ବାଇଡେନଙ୍କୁ ଭେଟିଥିଲେ। ଏହି ସମୟରେ ମୋଦି ବାଇଡେନଙ୍କ ସହ…

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, ଜଳବାୟୁ ପରିବର୍ତ୍ତନ ଉପରେ ଗୁରୁତ୍ୱାରୋପ କରାଯାଇଛି।…

ଭାରତରେ ହେବାକୁ ଥିଲା କ୍ୱାଡ୍‌ ସମ୍ମିଳନୀ, ଶେଷ ମୁହୂର୍ତ୍ତରେ କାହିଁକି ହେଲା ଆମେରିକାରେ ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍‌ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ। ଅବଶ୍ୟ ଆମେରିକା କ୍ୱାଡ୍‌ ସମ୍ମିଳନୀ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛି,…

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିବା ସହିତ ୧ ଲକ୍ଷ ପିଏମ୍‌ ବିଶ୍ୱକର୍ମାଙ୍କୁ ଦକ୍ଷତା ପ୍ରମାଣପତ୍ର…

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ ନେତୃତ୍ୱରେ କମିଟି ମାର୍ଚ୍ଚ ୨୦୨୪ରେ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସମ୍ପର୍କରେ ରିପୋର୍ଟ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?