Tag Archives: pm modi

ପୋଲାଣ୍ଡରେ ପହଞ୍ଚିଲେ ମୋଦି

ଓ୍ବାର୍ସ/ନୂଆଦିଲ୍ଲୀ,୨୧ା୮: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ…

ପ୍ରଧାନମନ୍ତ୍ରୀ-ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି, କହିଲେ ଓଡ଼ିଶା ପରିବହନକୁ ନୂଆ…

ଭୁବନେଶ୍ୱର,୧୦ା୮: ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଓଡ଼ିଶାର ବିକାଶଧାରାକୁ ଆହୁରି ଆଗକୁ ନେବ। ଏହି…

ଏସ୍‌ସି, ଏସ୍‌ଟି କୋଟା ବଦଳାଇବା ପାଇଁ ନିଷ୍ପତ୍ତି ଆଣିବେ କି ସରକାର? ମୋଦି ଦେଲେ ଏହି ଆଶ୍ୱାସନା…

ନୂଆଦିଲ୍ଲୀ,୯ା୮: ଅନୁସୂଚିତ ଜାତି (ଏସ୍‌ସି) ଏବଂ ଅନୁସୂଚିତ ଜନଜାତି (ଏସ୍‌ଟି) କୋଟାର ଉପ-ବର୍ଗୀକରଣ ସପକ୍ଷରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହେବାରେ ଲାଗିଛି। ସେପଟେ ଲୋକ ସଭା ଓ ରାଜ୍ୟ ସଭାର ଭାଜପା ଏସ୍‌ଟି/ଏସ୍‌ସି ଏମ୍‌ପିମାନେ ଶୁକ୍ରବାର ସଂସଦ…

ଶେଖ୍‌ ହସିନାଙ୍କୁ ଅନ୍ୟ ଦେଶକୁ ଯିବା ପାଇଁ କରାଯିବନି ବାଧ୍ୟ, ଜାଣନ୍ତୁ ଭାରତରେ ରହିବା ନେଇ କ’ଣ ରହିଛି ଯୋଜନା

ନୂଆଦିଲ୍ଲୀ,୭ା୮: ବାଂଲାଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଦେଶ ଛାଡ଼ି ଭାରତ ଆସିଥିଲେ। ଏକ ବିଶେଷ ସୂତ୍ରରୁ ପ୍ରକାଶ ଯେ, ଭାରତ ସରକାର ଶେଖ ହସିନାଙ୍କୁ ଦିଲ୍ଲୀରୁ ଅନ୍ୟ ଦେଶକୁ ପଠାଇବେ ନାହିଁ। କୁହାଯାଉଛି ଯେ,…

ମୋଦି ପୁଣି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ, ୪।୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ କିର ଷ୍ଟାରମରଙ୍କୁ ପଛରେ ପକାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି। ମର୍ନିଂ କନ୍ସଲ୍ଟ ନାମକ ଏକ…

‘ମନ୍‌ କି ବାତ୍‌’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ରବିବାର ସମ୍ବୋଧିତ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀଙ୍କ ୧୧୨ତମ ଏବଂ ତାଙ୍କ ତୃତୀୟ କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଶାଢ଼ି…

ରାଜନୈତିକ ହଲ୍‌ଚଲ୍‌ ଭିତରେ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ, ଭାଜପା ବୈଠକରେ ଦେଖିବାକୁ ମିଳିଲା ଏମିତି କିଛି ଦୃଶ୍ୟ

ନୂଆଦିଲ୍ଲୀ,୨୭ା୭: ଶନିବାର ଦେଶର ରାଜଧାନୀ ଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଦୁଇ ଦିନିଆ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ବଡ଼ ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଉତ୍ତରପ୍ରଦେଶ ରାଜନୀତି ଉଠୁଥିବା…

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି, କହିଲେ ରଣନୀତିକ ଭାଗିଦାରୀକୁ…

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏଥିସହିତ ମୋଦି ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବ୍ରିଟେନରେ ହୋଇଥିବା ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପରାସ୍ତ କରି ଲେବର…

ଆସିବ ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ଆସିବ। ଏହି ବଜେଟ୍‌ ଆସନ୍ତା ୨୩ ତାରିଖରେ ଉପସ୍ଥାପନ କରାଯିବ ବୋଲି ଶନିବାର କେନ୍ଦ୍ରୀୟ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି। ସେ…

ରୋହିତ ଶର୍ମାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ…

ନୂଆଦିଲ୍ଲୀ,୪ା୭: ଭାରତୀୟ କ୍ରିକେଟ୍‌ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିଛି। ଟିମ୍‌ ଇଣ୍ଡିଆ ଗୁରୁବାର ବାର୍ବାଡୋସ୍‌ରୁ ଘରକୁ ଫେରିଛି। ଦିଲ୍ଲୀ ବିମାନବନ୍ଦରରେ ଟିମ୍‌ ଇଣ୍ଡିଆକୁ ସ୍ବାଗତ କରାଯାଇଥିଲା। ଟି-୨୦ ବିଶ୍ୱକପ୍‌ ଜିତିଥିବା ଭାରତୀୟ କ୍ରିକେଟ…

‘ମନ୍‌ କି ବାତ୍‌’ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ମୋଦି କହିଲେ ଦେଶବାସୀଙ୍କ ଉପରେ…

ନୂଆଦିଲ୍ଲୀ,୩୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ତିନିମାସ ଧରି ଚାଲିଥିବା ଲୋକ ସଭା ନିର୍ବାଚନ ଏବଂ ପରେ ଶପଥ ଗ୍ରହଣ ହେତୁ ପ୍ରଧାନମନ୍ତ୍ରୀ ତାଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ଭାଗ ନେଉ…

ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍‌ପିଙ୍କୁ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?