ଭାରତର ଅର୍ଥନୀତି ଉପରେ ଟ୍ରମ୍ପଙ୍କ ‘ମୃତ’ ମନ୍ତବ୍ୟକୁ ଖଣ୍ଡନ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୯।୧୦: ବ୍ରିଟେନ ପ୍ରଧାନମନ୍ତ୍ରୀ କେୟାର ଷ୍ଟାର୍ମର ଭାରତର ଅର୍ଥନୀତିକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ “ମୃତ” ମନ୍ତବ୍ୟକୁ ଖଣ୍ଡନ କରି କହିଛନ୍ତି ଯେ ଭାରତ ୨୦୨୮ ସୁଦ୍ଧା ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ହେବାର ପଥରେ ଅଗ୍ରସରହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
୨୨ ମିନିଟ ମଧ୍ୟରେ ସବୁକିଛି ହୋଇଗଲା ଧୂଳିସାତ୍: ମୌସୁମୀ ଅଧିବେଶନ ପୂର୍ବରୁ କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଳ୍ଲୀ,୨୧।୭: ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ସଂସଦ ଅଧିବେଶନରେ ବିରୋଧୀ ଦଳ ଅନେକ ପ୍ରସଙ୍ଗରେ ସମ୍ପୂର୍ଣ୍ଣ ଆକ୍ରମଣାତ୍ମକ ହେବାର ଆଶା କରାଯାଉଛି। ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ପରିସରରେ କହିଥିଲେ, ମୌସୁମୀ...
ଭିଡିଓ କନ୍ଫରେନ୍ସିଂରେ ବିଞ୍ଜିଗିରିବାସୀଙ୍କ ପାଇଁ ଦେବେ ଉଦ୍ବୋଧନ
ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଲୁକ୍କାୟିତ ଅବସ୍ଥାରେ ଥିବା ଘୁମୁସର ଇତିହାସକୁ ଲୋକଲୋଚନକୁ ଆଣିବା ପାଇଁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବିଗତ କିଛି ମାସ ହେବ ଚେଷ୍ଟା ଚଳାଇଛନ୍ତି। ତାଙ୍କର ପ୍ରଚେଷ୍ଟାର ଆଜି ବଡ଼ ସଫଳତା ମିଳିବାକୁ ଯାଉଛି। ବ୍ରିଟିଶ...
ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର,୧୯ା୬: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହରେ ମୁଖ୍ୟ...
ମୁଁ ମୁହଁ ଖୋଲିଲେ ସବୁକିଛି ପଦାରେ ପଡ଼ିଯିବ…ଆଇପିଏଲ୍ ଫାଇନାଲ୍କୁ ନେଇ ମୋଦିଙ୍କୁ ଟାର୍ଗେଟ୍ କଲେ ମମତା
କୋଲକାତା, ୩୦।୫: IPL 2025 ର ଫାଇନାଲ ମ୍ୟାଚ ଜୁନ ୩ରେ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ପ୍ରଥମ କ୍ୱାଲିଫାୟର-୩ ଜିତି RCB ଦଳ ଫାଇନାଲରେ ନିଜର ସ୍ଥାନ ନିଶ୍ଚିତ କରିଛି। କ୍ୱାଲିଫାୟର-୨ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହିଁ...
ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଦେବେ ପ୍ରଥମ ବର୍ଷର କାର୍ଯ୍ୟଦକ୍ଷତା ରିପୋର୍ଟ
ଭୁବନେଶ୍ୱର, ୨୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାରଠାରୁ ନୂଆଦିଲ୍ଲୀରେ ଚାରିଦିନିଆ ଗସ୍ତ ଆରମ୍ଭ କରିବେ। ଏହି ଗସ୍ତ ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ତାଙ୍କ ସରକାରର ପ୍ରଥମ ବର୍ଷର କାର୍ଯ୍ୟଦକ୍ଷତା ରିପୋର୍ଟ ଉପସ୍ଥାପନ କରିବେ ଏବଂ...
ମୁକେଶ ଅମ୍ବାନୀଙ୍କ ବଡ଼ ଭବିଷ୍ୟବାଣୀ: ମୋଦିଙ୍କ ଆଗରେ କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୨।୫: ରିଲାଏନ୍ସ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଭାରତକୁ ମିଡିଆ ଏବଂ ମନୋରଞ୍ଜନ ଶିଳ୍ପର ବିଶ୍ୱବ୍ୟାପୀ କେନ୍ଦ୍ର ହେବାରେ କେହି ରୋକିପାରିବେ ନାହିଁ। ଏହାର ବିଷୟବସ୍ତୁ, ଜନସଂଖ୍ୟା ଏବଂ ପ୍ରଯୁକ୍ତିବିଦ୍ୟା ସହିତ, ଭାରତ ଖୁବ...
ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ
ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଲୋକ କଲ୍ୟାଣ ମାର୍ଗରେ ଜେଡି ଭାନ୍ସ ଏବଂ ତାଙ୍କ...
NDA ବୈଠକରେ ମୋଦିଙ୍କ ବଡ଼ ଘୋଷଣା: ଆଗାମୀ ୨ ବର୍ଷ ଭିତରେ ଯେଉଁଠି ନିର୍ବାଚନ ହେବ ସେଠି ଜିତିବୁ
ନୂଆଦିଲ୍ଲୀ,୨୦।୨: ଦିଲ୍ଲୀରେ ଗୁରୁବାର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦଙ୍କ ସମେତ ବହୁ ବରିଷ୍ଠ ଭାଜପା ନେତା ଏବଂ ଏନଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଶପଥ...
୩ ସନ୍ତାନଙ୍କ ହାତ ଧରି ମୋଦିଙ୍କୁ ଭେଟିବା ପାଇଁ ପହଞ୍ଚିଲେ ଏଲନ ମସ୍କ
ୱାଶିଂଟନ,୧୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ୱାଶିଂଟନ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲ୍ଜଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ...
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜ୍ରିଓ୍ବାଲ୍, କହିଲେ ତୁମେ ବିଶ୍ୱାସଘାତକତା କରିଛ, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୯ା୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦ୍ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ରର ଓବିସି ତାଲିକାରେ ଦିଲ୍ଲୀର ଜାଟ୍ ସମ୍ପ୍ରଦାୟକୁ ସାମିଲ କରିବା ସମ୍ପର୍କରେ ଏହି ଚିଠି...
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ କରାଗଲା ଭବ୍ୟ ସ୍ବାଗତ
ଭୁବନେଶ୍ୱର,୨୯ା୧୧: ଶୁକ୍ରବାର ଅପରାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ...
Archives



