ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍ ସାଲାରୀ କେତେ ଜାଣିଲେ ଚମକି ପଡିବେ… ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ ତାହା ଜାଣିବା ବହୁତ ଆକର୍ଷଣୀୟ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ’ଣ ଖାଆନ୍ତି,…