ଦିଲ୍ଲୀ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ପ୍ରତ୍ୟେକ ପରିବାରକୁ ମିଳିବ… ନୂଆଦିଲ୍ଲୀ,୩ା୬: ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏଥିରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ୍ ଫଣ୍ଡରୁ ପ୍ରତ୍ୟେକ ପରିବାରକୁ…