ପିଏମଶ୍ରୀ ସ୍କୁଲ୍ ଅଧୀନରେ ସାମିଲ ହେବ ରାଜ୍ୟର ୮ଶହ ବିଦ୍ୟାଳୟ ଭୁବନେଶ୍ୱର,୧୦।୭: ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଶୈକ୍ଷିକ ଗୁଣବତ୍ତା ବୃଦ୍ଧି କରିବା ଲକ୍ଷ୍ୟରେ ରାଜ୍ୟରେ ପିଏମ୍ଶ୍ରୀ ସ୍କୁଲ୍ ଯୋଜନା ଲାଗୁ କରାଯାଇଛି । ଏହି ଯୋଜନା ଦ୍ୱାରା ପ୍ରାୟ ୮ଶହ ବିଦ୍ୟାଳୟ ଉପକୃତ ହେବେ । କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ...