Tag Archives: PNG

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ ଉପଲବ୍ଧ, ସେଠାରେ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକ କେବଳ PNG ସଂଯୋଗ ପାଇଁ ଆବେଦନ କରିଥିଲେ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି। ଜଣେ ସରକାରୀ ଅଧିକାରୀ ରବିବାର ଏହି PNG ଉପଭୋକ୍ତାମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି ଅନେକ ସହରରେ ସିଲିଣ୍ଡରର ବିନା ପାଇପ୍‌ ମାଧ୍ୟମରେ ସିଧାସଳଖ ରୋଷେଇ ଘରେ ଗ୍ୟାସ୍‌…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ ନ ଦେବାକୁ ଅନୁରୋଧ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲର କୌଣସି ଅଭାବ ନାହିଁ।…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ କଲେ ତିନି ମାସ ମଧ୍ୟରେ ପରିବାରକୁ LPG ଯୋଗାଣ ବନ୍ଦ କରିଦିଆଯିବ। ଗ୍ୟାସ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ ଗ୍ୟାସ’ ବା PNG ବ୍ୟବହାର କରିବାକୁ ଗ୍ରାହକମାନଙ୍କୁ ପରାମର୍ଶ ଦିଆଯାଇଛି। କେବଳ ସେତିକି…

ଟି୨୦ ବିଶ୍ୱକପ: ସୁପର୍ ୮ରେ ଆଫଗାନିସ୍ତାନ, ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟରୁ ବିଦା

ନୂଆଦିଲ୍ଲୀ,୧୪ା୬: ଆଫଗାନିସ୍ତାନ ପପୁଆ ନ୍ୟୁ ଗିନିକୁ ପରାସ୍ତ କରି ଟି -୨୦ ବିଶ୍ୱକପ ୨୦୨୪ ର ସୁପର୍ ୮ରେ ପହଞ୍ଚିଥିଲା ବେଳେ ନ୍ୟୁଜିଲ୍ୟାଣ୍ଡକୁ ଟୁର୍ନାମେଣ୍ଟରୁ ବିଦା କରିଦେଇଛି। ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି କରିବା ପରେ ଆଫଗାନିସ୍ତାନ ପପୁଆ ନ୍ୟୁ ଗିନିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri