ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା… ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ୧୦ ନଂ ଓ୍ବାର୍ଡରେ। ସୂଚନାନୁସାରେ, ବୁଧବାର ବିଳମ୍ବିତ…