ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଲେ ଗୁଡ଼ିଆଳିର ବାବୁଲା ସ୍ୱାଇଁ(୨୪)। ତାଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଖଣ୍ଡାଚୋଟ…