ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ… ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ ହୋଇଛନ୍ତି। ଏମିତି ଘଟଣା ଶନିବାର ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୋଲସରା ଥାନା…