ପୋଲାଭରମ୍: କେନ୍ଦ୍ରକୁ ୧୨ ହଜାର କୋଟି ମାଗିଲେ ଚନ୍ଦ୍ରବାବୁ ଅମରାବତି,୨୨ା୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ପୋଲାଭରମ୍ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କୁ ୧୨ ହଜାର କୋଟି ଟଙ୍କା ମାଗିଛନ୍ତି। ମଙ୍ଗଳବାର ସଂସଦରେ ୨୦୨୪-୨୫ ଆର୍ଥିକବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବାକୁ ଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ...