ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା...