କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ କଟକ,୬ା୧୦: କଟକ ସହରରେ ଅଶାନ୍ତି ସୃଷ୍ଟି କରିଥିବା ଘଟଣାରେ ୮ ଜଣଙ୍କୁ ସୋମବାର ଗିରଫ କରିଛି ପୋଲିସ। ଏନେଇ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି। ଭସାଣି ସମୟରେ ଅଶାନ୍ତି ସୃଷ୍ଟି କରି ଭଙ୍ଗାରୁଜା ଏବଂ ପୋଲିସକୁ...