ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ
ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଶଙ୍କରଖାଳି ଗ୍ରାମ ରାସ୍ତାରେ ପାଟ୍ରୋଲିଂ…

