ଶ୍ରୀମନ୍ଦିର ଉପରେ ଉଡ଼ାଉଥିଲେ ଡ୍ରୋନ୍, ଅଭିଯୁକ୍ତଙ୍କୁ ପୋଲିସ କାବୁ କରି… ପୁରୀ,୨୨ା୧(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାରେ ବାରମ୍ବାର ତ୍ରୁଟି ଦେଖିବାକୁ ମିଳୁଛି। କିଛି ଦିନ ବ୍ୟବଧାନରେ ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ଡ୍ରୋନ୍ ଉଡୁଥିବା ଦେଖିବାକୁ ମିଳୁଛି। ତେବେ ପୋଲିସ ଉକ୍ତ ଡ୍ରୋନ୍ ଜବତ କରିବା ସହ ଡ୍ରୋନ୍ ଚଳାଉଥିବା ବ୍ୟକ୍ତିଙ୍କୁ କାବୁ କରିଛନ୍ତି।…