ପ୍ରେସ୍ମିଟ୍ରେ ବ୍ରାଉନସୁଗାର କାରବାରର ପର୍ଦ୍ଦାଫାଶ କଲା ପୋଲିସ, ୮ ଲକ୍ଷରୁ ଅଧିକ ଟଙ୍କା ସହ… ଆନନ୍ଦପୁର,୩୧ା୭(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ପୋଲିସକୁ ବଡ଼ ସଫଳତା ମିଳିଛି। ୨୧୩ ଗ୍ରାମ ବ୍ରାଉନସୁଗାର, ୮ ଲକ୍ଷ ୩୦ ହଜାର ଟଙ୍କା, ୧୨ ମୋବାଇଲ ଜବତ ସହ ୨୧ ଜଣ ଗିରଫ ହୋଇଛନ୍ତି। କେନ୍ଦୁଝର ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ ସ୍ପେଶାଲ ସ୍କ୍ବାଡ୍ ପକ୍ଷରୁ…