ଏମ୍କେସିଜି ଆଇସିୟୁରେ ଗୁରୁତର ଯବାନଙ୍କୁ ଭେଟିଲେ ପୋଲିସ ଡିଜି ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ମାଓବାଦୀଙ୍କ ଗୁଳିରେ ଆହତ ଏସ୍ଓଜି ଯବାନ ପ୍ରେମ ସିଂ ମାଝୀଙ୍କୁ ଏମ୍କେସିଜି ମେଡିକାଲ ଆଇସିୟୁରେ ଭେଟିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସ୍ବାଇବି ଖୁରାନିଆ। ଖଣି ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ପୋଲିସ ଏଡିଜି ସଞ୍ଜୟ...