ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ ଗ୍ରହଣ କରିଛି ଗଞ୍ଜାମ ଥାନା ପୋଲିସ l ଏଥିପାଇଁ ଗଞ୍ଜାମ ଥାନା ପୋଲିସ…