ପୋଲିସ ଗାଡି ଧକ୍କାରେ ଗଲା ଜୀବନ ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା ଜଣେ ଆରୋହୀଙ୍କୁ ପୋଲିସ ଗାଡି ଧକ୍କା ଦେଇଥିଲା। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା…