Tag Archives: police

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ ରହିଥିଲେ। ଏହି ଖବର ଜାଣିବା ପରେ ଗ୍ରାମବାସୀ ସେଠାରେ ପହଞ୍ଚି ଉକ୍ତ ରୁମ୍‌କୁ…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରାଯାଇଛି। ଥାନା ଅଧିକାରୀ ବିଶ୍ୱବନ୍ଦିନୀ ବାଗଙ୍କ ସୂଚନା…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇଥିବା ନେଇ ଅଭିଯୋଗ ହେବା ପରେ ଝରିଗାଁ ପୋଲିସ ଦୁଇ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚିକିତ୍ସାଳୟ ପରିସରରେ ଚାଞ୍ଚଲ୍ୟ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ ଗୌତମ ସାହୁ, ହାବିଲଦାର କିଶୋର ନାୟକ, କନଷ୍ଟେବଳ ବାବୁଲା ସାହୁ, ସତୀଶ କୁମାର…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ ମିଳିଥିବା ଏକ ମୋଟରସାଇକେଲର ମାଲିକ ଏବଂ ତାଙ୍କ ପରିବାର ସଦସ୍ୟମାନେ ବାଇକ ଜବତ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରୁ ଫେରାର ମାରିଥିଲେ। ପରେ ଲୋକେ ଚାଳକଙ୍କୁ କାବୁ କରି ଥାନାରେ…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର କାରବାରର ମୁଖ୍ୟ କିଙ୍ଗ୍‌ପିନ୍‌ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭)ଙ୍କୁ ୫୯…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ଅମ୍ବାପାଲିର ଜୁଗନୁ ସୁନା(୩୫)। ତେବେ କିଭଳି ସ୍ଥିତିରେ ତାଙ୍କ ମୃତ୍ୟୁ ହୋଇଛି, ତାହା…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ ଜ୍ଞାନ କୌଶଳ ଉଦ୍ଭାବନ ପୋଲିସ ସମେତ ଗୋଇନ୍ଦା ବିଭାଗକୁ ତଦନ୍ତରେ ସାହାଯ୍ୟ କରୁଛି।…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉତ୍ତରପ୍ରଦେଶର ସେଖ କାଲିମ୍‌ (୩୮), ମଣିକରାଜ ପାଲ (୩୮) ଏବଂ ବରଗଡ଼…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି ନାମକ ବ୍ୟକ୍ତିଙ୍କୁ ଖାରବେଳ ନଗର ପୋଲିସ ଗିରଫ କରିଛି। ନିଜକୁ ଆଡିଶନାଲ ଏସ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?