ମୋବାଇଲ ପାଇଁ ବଢୁଛି ସାଇବର ଠକେଇ, ଅପରାଧୀମାନେ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍ କରି…
ଗଞ୍ଜାମ,୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଶିବିର ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼ାଇ ସଭାପତିତ୍ୱ କରିଥିଲେ। ଥାନା ଆଇଆଇସି ସୁମିତ୍ରା ପାତ୍ର ସଂଯୋଜନା...
ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ନିଅନ୍ତୁ ଏମିତି ଲେଖି ପୋଷ୍ଟର ଜାରି କଲା ପୋଲିସ
କଣ୍ଟାମାଳ,୧୭ା୧୦(ଆଦିତେଶ୍ୱର ମିଶ୍ର): ବୌଦ୍ଧ ଜିଲାରେ ମାଓବାଦୀ ଧରାଇବା ପାଇଁ ପୋଷ୍ଟର ମାରି ପୁରସ୍କାର ଘୋଷଣା କରିଛି ପୋଲିସ। ହାଡ଼କୋର ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ପାଆନ୍ତୁ ଏଭଳି କିଛି ପୋଷ୍ଟରରେ ଲେଖାହୋଇଛି। ଜିଲା ପୋଲିସ ପକ୍ଷରୁ ବୌଦ୍ଧ ଜିଲାର ସିଗାଡ଼ି,ତିଲପଙ୍ଗା, ଉଡ଼ାମୁଣ୍ଡା,...
ମନ୍ଦିରରେ ଅଚିହ୍ନା ହାଡ଼ ମିଳିବା ଘଟଣା: ତଦନ୍ତ ପାଇଁ ପହଞ୍ଚିଲେ ଏସ୍ପି
ମୋହନା,୧୫ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କର୍ଚ୍ଚବାଡ଼ି ଗାଁରେ ଥିବା ବହୁ ପୁରାତନ ମା’ ବ୍ରାହ୍ମଣୀଦେଇ ମନ୍ଦିରରେ ମଙ୍ଗଳବାର ସକାଳେ ମନ୍ଦିରର ପୂଜାରୀ ନରେନ୍ଦ୍ର ପାଇକ ମନ୍ଦିରକୁ ପୂଜା କରିବା ପାଇଁ ଯାଇଥିଲେ। ମନ୍ଦିର ପରିସରକୁ ସଫା...
ବାଣ ଗୋଦାମରେ ଅତର୍କିତ ଚଢ଼ାଉ, ୫୦ଲକ୍ଷ ଟଙ୍କାର…
ଗଜପତି,୧୪ା୧୦(ଗିରିଧାରୀ ପରିଚ୍ଛା): ବେଆଇନ ବାଣ ବିକ୍ରି ନେଇ ପାରଳାଖେମୁଣ୍ଡି ପୋଲିସ ଅତର୍କିତ ଚଢ଼ାଉ କରିଛି। ଏହି ଚଢ଼ାଉ ବେଳେ ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ କରିଛି। ଏହି ଦୁଇ ଦୋକାନର ଦୁଇଟି ଗୋଦାମ ପାରଳାଖେମୁଣ୍ଡି ସହରର ରେଲି ସାହିରେ...
ପୋଲିସ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ: ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି
ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍-ଇନ୍ସ୍ପେକ୍ଟର (ଏସ୍ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱରର ଅରବିନ୍ଦ ଦାସଙ୍କୁ ଗିରଫ କରାଯାଇ ତାଙ୍କ ଠାରୁ ସନ୍ଦେହଜନକ ସାମଗ୍ରୀ ଜବତ କରାଯାଇଛି। ଏହାସହ ଗିରଫ ସଂଖ୍ୟା ୧୧୯କୁ...
ହଜିଥିବା ୩୦ ମୋବାଇଲ ଫେରିପାଇଲେ ବ୍ୟବହାରକାରୀ, ପୋଲିସର କାର୍ଯ୍ୟକୁ କଲେ ପ୍ରଶଂସା
ଭଞ୍ଜନଗର,୨୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଲୋକଙ୍କ ହଜି ଯାଇଥିବା ୩୦ଟି ମୋବାଇଲ ଉଦ୍ଧାର କରି ସେମାନଙ୍କୁ ହସ୍ତାନ୍ତର କରିଛି। ଏନେଇ ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଏସ୍ପି ରଞ୍ଜନ କୁମାର ଦେ ହଜି ଯାଇଥିବା...
ହଜିଯାଇଥିବା ସୁନା ଫେରାଇଲା ପୋଲିସ
ଜଗନ୍ନାଥପ୍ରସାଦ,୧୯ା୯(ବିଭୁ ପ୍ରସାଦ ପଟ୍ଟନାୟକ): ମଙ୍ଗଳସୂତ୍ରକୁ ସଜାଡ଼ିବା ପାଇଁ ଆସି ଅସାବଧାନତାରୁ ହଜିଯାଇଥିବା ୫ ଗ୍ରାମର ଏକ ସୁନା ମଙ୍ଗଳସୂତ୍ର ଶୁକ୍ରବାର ଥାନା ଅଧିକାରୀ ପ୍ରମୋଦ କୁମାର ଲେଙ୍କା ସୁବଳ ନାୟକଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନାନୁଯାୟୀ, ଗତ ୧୬ ତାରିଖ ମଙ୍ଗଳବାର...
ସକାଳୁ ସକାଳୁ ୨ ଭାଇଙ୍କୁ ଗିରଫ କଲା ପୋଲିସ, ଘରୁ ଜବତ କଲା ଏସବୁ…
ଯାଜପୁର,୧୮ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସ ଗୁରୁବାର ସକାଳୁ ଦୁଇ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁସାରେ, ୧୧ ତାରିଖ ବିଳମ୍ବିତ ରାତିରେ ଓଡ଼ଙ୍ଗ ଅଞ୍ଚଳର ଏକ ଦୋକାନରୁ ସାମଗ୍ରୀ ଚୋରି ହୋଇଥିବା...
ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନକୁ ଦିନ ବଢୁଛି ବାଇକ୍ ଚୋରି, ହାତବାନ୍ଧି ବସିଛି ପୋଲିସ
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): ଗୋଟିଏ କି ଦୁଇଟି ନୁହେଁ ମାସକ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ବାଇକ୍ ଚୋରି ହୋଇଥିବା ବେଳେ ଗୋଟିଏ ସପ୍ତାହରେ ୪ଟି ବାଇକ୍କୁ ଦୁର୍ବୃତ୍ତମାନେ ଚୋରି କରି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି। ହେଲେ ଏ ପର୍ଯ୍ୟନ୍ତ ପୋଲିସ...
ଦାରିଙ୍ଗବାଡ଼ିରେ ବଢ଼ିଚାଲିଛି ଅପରାଧ କାର୍ଯ୍ୟକଳାପ, ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଅପରାଧୀ ଘଟାଉଛନ୍ତି ଅମାନୁଷିକ କାଣ୍ଡ
ଦାରିଙ୍ଗବାଡ଼ି,୮ା୯(ଅରୁଣ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା ଅଞ୍ଚଳରେ ଏକାଧିକ ଆପରାଧିକ ଘଟଣା ଘଟିବାରେ ଲାଗିଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେ...
ଥାନାଧିକାରିଣୀ ଭାବେ ଦାୟିତ୍ୱ ନେଲେ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି
ଛତ୍ରପୁର,୨୭ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ଚମାଖଣ୍ଡି ଥାନାରେ ନୂତନ ଥାନା ଅଧିକାରିଣୀ ଭାବେ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ହେଡ୍ କ୍ୱାର୍ଟରରେ ଦାୟିତ୍ୱ ତୁଲାଇ ଥିବା ବେଳେ ତାଙ୍କର ଚମାଖଣ୍ଡି...
ଦୀର୍ଘବର୍ଷ ପରେ ଖୋଲିଲା ବ୍ରିଟିଶ ଅମଳର ଫାଣ୍ଡି, କମିବ ଅସାମାଜିକ କାର୍ଯ୍ୟକଳାପ
ଦାରିଙ୍ଗବାଡ଼ି,୬ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ଫାଣ୍ଡିକୁ ଖୋଲିବା ପାଇଁ କଥା ଦେଇ କଥା ରଖିଲେ କନ୍ଧମାଳ ଏସ୍ପି ହରିଶ ବିଶି। ଗାଁରେ ପୁଣି ଫେରିଛି ଶାନ୍ତି ଆଉ ବଢ଼ିଛି ପୋଲିସ ପ୍ରତି ଆତ୍ମବିଶ୍ୱାସ। ଅଞ୍ଚଳବାସୀଙ୍କ ବାରମ୍ବାର...
Archives


