Tag Archives: police

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର କାରବାରର ମୁଖ୍ୟ କିଙ୍ଗ୍‌ପିନ୍‌ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭)ଙ୍କୁ ୫୯…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ଅମ୍ବାପାଲିର ଜୁଗନୁ ସୁନା(୩୫)। ତେବେ କିଭଳି ସ୍ଥିତିରେ ତାଙ୍କ ମୃତ୍ୟୁ ହୋଇଛି, ତାହା…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ ଜ୍ଞାନ କୌଶଳ ଉଦ୍ଭାବନ ପୋଲିସ ସମେତ ଗୋଇନ୍ଦା ବିଭାଗକୁ ତଦନ୍ତରେ ସାହାଯ୍ୟ କରୁଛି।…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉତ୍ତରପ୍ରଦେଶର ସେଖ କାଲିମ୍‌ (୩୮), ମଣିକରାଜ ପାଲ (୩୮) ଏବଂ ବରଗଡ଼…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି ନାମକ ବ୍ୟକ୍ତିଙ୍କୁ ଖାରବେଳ ନଗର ପୋଲିସ ଗିରଫ କରିଛି। ନିଜକୁ ଆଡିଶନାଲ ଏସ୍‌ପି…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ ଥିବା ସୂଚନା ମିଳିଛି। ଏସ୍‌ଡିପିଓ ଚମ୍ପୁଆ ରଶ୍ମି ରଞ୍ଜନ ସାହୁ ଙ୍କ ନେତୃତ୍ୱରେ…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା ଓ ରାଜ୍ୟ ବାହାରକୁ ଗୋ’ଚାଲାଣ ହେଉଛି। ଏଥିସହ ଆଉ କେତେକ ସମୟରେ ଚଲାଇ…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ ୧୭ ବର୍ଷ ଧରି ଆବଶ୍ୟକ ଏବଂ ଉପଯୁକ୍ତ ଲାଇସେନ୍ସ ବିନା ବଡ଼ ଯାତ୍ରୀବାହୀ…

ଖଜା ଦୋକାନୀଙ୍କୁ ଉଠାଇନେଲା ପୋଲିସ, ଲୋକେ ବୋହିନେଲେ ଖଜା, ଯିଏ ଯାହା ପାଇଲା…

ପୁରୀ,୨୯ା୫(ଅଜିତ ମହାନ୍ତି): ପୁରୀ ବଡ଼ଦାଣ୍ଡରେ ଏକ ନିଆରା ତଥା ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ବିଭିନ୍ନ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଭିଡ଼ିଓରେ ଦେଖିବାକୁ ମିଳୁଛି ଦିନ ଦ୍ବିପହରରେ ବଡ଼ଦାଣ୍ଡରେ ଥିବା ଖଜା ଭର୍ତ୍ତି ପଷ୍ଟରୁ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମଙ୍ଗଳବାର ଅପରାହ୍ନରେ ଧାମନଗର ପୋଲିସ ସୁରାକ ପାଇ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ ଚାଲିଥିବା ସମୟରେ ପୋଲିସ ପହଞ୍ଚି ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି ଜବତ କରିବା ସହ ତିନିଜଣଙ୍କୁ ଅଟକ ରଖିଛି ପୋଲିସ। ସୂଚନା ମୁତାବକ, ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?