Tag Archives: police

ଢାବାରେ ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା…

ବରଗଡ଼,୨୦ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧାଙ୍ଗେର ଆନ୍ଧ୍ରାଟିକ୍ରା ନିକଟ ଜୟ ଦୁର୍ଗା ଢାବାରେ ଦେହ ବ୍ୟବସାୟ ଚାଲିଥିବାବେଳେ ସୋମବାର ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ଜଣେ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ଜଣଙ୍କୁ ଗିରଫ କରିଛି। ଗିରଫ…

ହଜିଯାଇଥିବା ୧୧୪ ଫୋନ୍‌ ଉଦ୍ଧାର କରି ମାଲିକଙ୍କୁ ହସ୍ତାନ୍ତର କଲା ପୋଲିସ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଚଳାଯାଇ ବିଭିନ୍ନ ସ୍ଥାନରୁ ହଜିଯାଇଥିବା ମୋବାଇଲଗୁଡ଼ିକୁ ଉଦ୍ଧାର କରାଯାଇଛି। ସମୁଦାୟ ୧୧୪ଟି ମୋବାଇଲ ଜବତ କରାଯାଇଥିବାବେଳେ ଜିଲା ପୋଲିସ ମୁଖ୍ୟାଳୟ(ଡିପିଓ)ରେ ରବିବାର ଅନୁଷ୍ଠିତ ଏକ ‘ମୋବାଇଲ ହ୍ୟାଣ୍ଡଓଭର ମେଳା’…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ ୨ ଜଣ ପୋଲିସ ଅଫିସର ସହାୟତା କରିଥିବା ମୁଖ୍ୟ ଅଭିଯୁକ୍ତ ଝିଅଙ୍କ ବାପା…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ ସଫଳ ହୋଇଛି। ସାଆନ୍ଦା ଫାଣ୍ଡି ଅଧିକାରୀ ଜଳନ୍ଧର ବାରିକଙ୍କ ନେତୃତ୍ୱରେ ପୋଲିସ ଟିମ୍‌…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ ୩ଟା ସମୟରେ ଚୋର ହାଜତରୁ ଫେରାର ହୋଇ ନିକଟସ୍ଥ ଗାଁରୁ ଏକ ବାଇକ୍‌…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି। ଗୁଣ୍ଠାପୁଟ ଗ୍ରାମ ନିବାସୀ ଟିସେନ ହନ୍ତାଳଙ୍କ ଘର ଦାଣ୍ଡରେ ଥିବା ଓଡି୨୪ ୩୨୬୯…

କିନ୍ନର ହତ୍ୟା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ, ଗହୀର ମଝିରେ ଏକୁଟିଆ ରହୁଥିବାବେଳେ…

ପିପିଲି,୨୩ା୨: ପିପିଲି ସିଫା ନିକଟରେ କିନ୍ନରଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଛବିନ କାଣ୍ଡିଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡର ୨୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। କୋଣାର୍କର ରାମଚଣ୍ଡୀ ଅଞ୍ଚଳ ଗହୀର ମଝିରେ…

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ ଦେଖାଉଥିଲେ। ଏପରିକି ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ ସୂଚନା ପାଇ ଦୁଇ ଜଣ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକ ରଖି କଡ଼ାକଡ଼ି ଭାବେ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା…

କଣ୍ଟେନରରେ ଚାଲାଣ ହେଉଥିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ପୋଲିସ, ସିକ୍ରେଟ୍‌ ଚାମ୍ବର ଦେଖି…

ଅମରପାଲି,୧୯ା୧(ପୀତାମ୍ବର ସାହୁ): ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। କଣ୍ଟେନରରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବଳୟା ପୋଲିସ ମାଡ଼ି ବସିଛି। ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଦୁରଦୁରା ନର୍ସରୀ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?