ପୁରୁଷୋତ୍ତମପୁରକୁ ଫେରୁଛନ୍ତି ଦବଙ୍ଗ ଅଧିକାରୀ, ଛାନିଆ ହେଲେଣି ଅପରାଧୀ-ମାଫିଆ
ପୁରୁଷୋତ୍ତମପୁର,୧୫ା୨(ସୀମାଞ୍ଚଳ ମିଶ୍ର): ଭୁବନେଶ୍ୱର ସ୍ପେଶାଲ ବ୍ରାଞ୍ଚ୍ରେ ଡିଏସ୍ପି ଭାବେ କାର୍ଯ୍ୟ କରୁଥିବା ଡଃ.ଦୀପକ କୁମାର ମିଶ୍ରଙ୍କୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ଭାବେ ବଦଳି ହୋଇଛି। ଏହାକୁ ନେଇ ଶୁକ୍ରବାର ସରକାରଙ୍କ ଗୃହବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ...
ଅମାନିଆଙ୍କୁ ସାବାଡ୍ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା
ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ ଥିବା ଅଧିକାରୀ ବଡି କ୍ୟାମେରା ପିନ୍ଧିବେ। ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ...
ପୋଲିସକୁ ଧକ୍କା ମାରି ଥାନାରୁ ଫେରାର ମାରିଥିଲେ ଗଞ୍ଜେଇ ବେପାରୀ, ଆଉ ଏବେ…
ଦେବଗଡ଼,୨୫ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନାରୁ ପୋଲିସକୁ ଧକ୍କା ମାରି ଗତ ସେପ୍ଟେମ୍ବର ୩୦ ତାରିଖ ସକାଳ ୬ଟାରେ ଫେରାର ମାରିଥିବା ଗଞ୍ଜେଇ ବେପାରୀଙ୍କୁ ୨୫ ଦିନ ପରେ ଗିରଫ କରିବାରେ ପୋଲିସ ସଫଳ ହୋଇଛି। କନ୍ଧମାଳ...
ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…
ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୀମ୍ସାରରେ ଭର୍ତ୍ତି କରାଯାଇଛି। କନଷ୍ଟେବଳ ସରୋଜ ପ୍ରଧାନଙ୍କୁ ଆକ୍ରମଣକରି ପାପୁଲି ଛିଣ୍ଡାଇଥିବା କମଲୁଙ୍କୁ...
ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ
କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି।...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…
ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍ଗାର୍ଡଙ୍କ ନିଯୁକ୍ତିକୁ...
ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ
ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ...
କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ
ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର ୭ ତାରିଖଠାରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇ ଦୀର୍ଘ ୧୧ ଦିନ ବ୍ୟାପୀ...
ମହିଳାଙ୍କ ସହ ପୋଲିସ ବାବୁଙ୍କ ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ, ମୋବାଇଲରେ ମହିଳାଙ୍କୁ ….
ନିଶ୍ଚିନ୍ତକୋଇଲି, ୬।୯(ଅଶୋକ କୁମାର ମହାପାତ୍ର): ମାହାଙ୍ଗା ନିର୍ବାଚନମଣ୍ଡଳୀ ଅଧୀନ ଭଦ୍ରେଶ୍ୱର ଥାନାର ଜଣେ ପୋଲିସବାବୁଙ୍କ ସହ ଆଉ ଜଣେ ମହିଳାଙ୍କ ପ୍ରେମ ଗପର ଅଡିଓ ଏବଂ ଫଟୋ ଭାଇରାଲ ହେଉଛି। ଏଥିରେ ଉଭୟେ ଅତ୍ୟନ୍ତ ଅନ୍ତରଙ୍ଗ ମୁହୂର୍ତ୍ତର ବାର୍ତ୍ତାଳାପ କରୁଛନ୍ତି।...
ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇ ମାଡ଼ ଖାଇଲା ପୋଲିସ
ବିଞ୍ଝାରପୁର,୬ା୯: ଯାଜପୁର ଜିଲା ବିଞ୍ଝାରପୁର ଥାନା ହନୁମାନ ଛକ ନିକଟରେ ପୋଲିସକୁ ଆକ୍ରମଣ ହୋଇଛି। ଏକ ପାରିବାରିକ କଳହକୁ ନେଇ ୧୧୨କୁ କଲ୍ କରିଥିଲେ ବାପା। ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ପୁଅ ପୋଲିସକୁ ଆକ୍ରମଣ କରିଥିଲେ। ଫଳରେ ୨...
ନୟାଗଡ଼ର ୪ ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲ୍ ଭିତରେ ଯାହା ଚାଲିଥିଲା ପୋଲିସ ଦେଖି…
ନୟାଗଡ଼,୨୫ା୮(ଲୋକନାତ ମିଶ୍ର): ରବିବାର ନୟାଗଡ଼ ଜିଲାର ୪ ଜେଲ୍ରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ମୁଖ୍ୟ ଜେଲ୍ ସମେତ ଜିଲାର ରଣପୁର, ଦଶପଲ୍ଲା, ଖଣ୍ଡପଡ଼ା ସବ୍ଜେଲ୍ରେ ଆଜି ଭୋର୍ ସମୟରୁ ଏହି ଚଢ଼ାଉ ହୋଇଛି। ଜେଲ୍ ଭିତରେ ବେଆଇନ କାର୍ଯ୍ୟ...
ଜନ୍ମାଷ୍ଟମୀ ପାଇଁ ଦାରିଙ୍ଗବାଡ଼ିରେ ପୋଲିସର ପଇଁତରା, ସମ୍ବେଦନଶୀଳ ଅଞ୍ଚଳରେ ସଶସ୍ତ୍ର ବାହିନୀ ନିୟୋଜିତ
ଦାରିଙ୍ଗବାଡ଼ି,୨୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜନ୍ମାଷ୍ଟମୀ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଭିନ୍ନ ଗ୍ରାମରେ ରହିଥିବା ଚର୍ଚ୍ଚ ସମ୍ମୁଖରେ ପୋଲିସ ପଇଁତରା ମାରୁଥିବା ବେଳେ ସମ୍ବେଦନଶୀଳ ଅଞ୍ଚଳରେ ସଶସ୍ତ୍ର ବାହିନୀ ପକ୍ଷରୁ...
Archives


