ଏକ ଦେଶ ଏକ ନିର୍ବାଚନ ଭାରତରେ ‘ଓ୍ବାନ୍ ନେଶନ ଓ୍ବାନ୍ ଇଲେକ୍ଶନ’ ବା ‘ଏକ ଦେଶ ଏକ ନିର୍ବାଚନ’ ପ୍ରସଙ୍ଗକୁ ନେଇ ଚାରିଆଡ଼େ ଗରମାଗରମ ଆଲୋଚନା ହେଉଛି। ୧୮ ସେପ୍ଟେମ୍ବର ୨୦୨୪ରେ କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିବା ପରେ ଏହାର ସପକ୍ଷବାଦୀ ଓ ବିପକ୍ଷବାଦୀ...