ହିଞ୍ଜିଳିକାଟୁ,୧୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ନେଉନାହିଁ। କଲେଜ ପରିସରରେ ଦୁଇ ଗୋଷ୍ଠୀ…