ପ୍ରଶାନ୍ତ କିଶୋରଙ୍କ ପରେ ଭାଜପାକୁ କେତେ ସିଟ୍ ମିଳିବ ଏହି ଆମେରିକୀୟ ରାଜନୀତି ବିଶେଷଜ୍ଞ କଲେ ଭବିଷ୍ୟବାଣୀ… ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମୟରେ ଭାରତ ତଥା ବିଦେଶର ଜଣାଶୁଣା ନିର୍ବାଚନ ଜ୍ୟୋତିଷମାନେ ଆସନକୁ ନେଇ କଳ୍ପନାଜଳ୍ପନା କରିବା ଆରମ୍ଭ କରି ଦେଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଦେଶର ଜଣାଶୁଣା ନିର୍ବାଚନ...