ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ବିବାଦ ହାଇଦ୍ରାବାଦ,୧୫।୫: ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ୨୦୨୫ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ସ୍ଥାନୀୟ ମହିଳାମାନଙ୍କୁ ଦ୍ୱାରା ପ୍ରତିଯୋଗୀଙ୍କ ପାଦ ଧୋଇ ତାହାକୁ ଗାମୁଛାରେ ପୋଛାଯିବାର ଏକ କାର୍ଯ୍ୟକ୍ରମ ସାମାଜିକ ଗଣମାଧ୍ୟମରେ ତୀବ୍ର ବିରୋଧ...