କୋଲକାତାରେ ଭାଜପା-ଟିଏମସି କର୍ମୀ ମୁହାଁମୁହିଁ: ପରସ୍ପରର କାର୍ଯ୍ୟକ୍ରମରେ ଭଙ୍ଗାରୁଜା କୋଲକାତା, ୨୫ା୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ରବିବାର ସନ୍ଧ୍ୟାରେ କୋଲକାତାର ସାଖେରବଜାର ଏବଂ ବେହାଲା ପଶ୍ଚିମ ଅଞ୍ଚଳରେ ଭାଜପା ଏବଂ ତୃଣମୂଳ କଂଗ୍ରେସ (TMC) କର୍ମୀଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ଘଟିଛି। ଏହି…