Tag Archives: Politics

ଝୁଲି ରହିଛି ବାଲେଶ୍ୱର ଲୋକ ସଭା ଆସନ, କିଏ ହେବ ପ୍ରାର୍ଥୀ?

ଭୁବନେଶ୍ୱର,୪।୪: ରାଜ୍ୟର ୨୧ ଲୋକ ସଭା ଆସନରୁ ୨୦ଟି ଲାଗି ପ୍ରାର୍ଥୀ ଘୋଷଣା କରିସାରିଛି ବିଜେଡି। କେବଳ ବାଲେଶ୍ୱର ଲାଗି ପ୍ରାର୍ଥୀ ଘୋଷଣା ବାକି ରହିଛି । ତେବେ ବାଲେଶ୍ୱର ପାଇଁ କିଏ ପ୍ରାର୍ଥୀ ହେବେ ସେନେଇ ଅଙ୍କ ଛିଡ଼ି ପାରୁ…

ରାହୁଲଙ୍କ ପାଖରେ ଅଛି ନଗଦ ମାତ୍ର ୫୫ ହଜାର ଟଙ୍କା! ଶେୟାର ବଜାରରେ କୋଟି କୋଟି ନିବେଶ; ଜାଣନ୍ତୁ ମୋଟ ସମ୍ପତ୍ତି କେତେ…

ନୂଆଦିଲ୍ଲୀ,୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ରାହୁଲ ଦେଇଥିବା ଆଫିଡେଭିଟ୍‌ ଅନୁଯାୟୀ ତାଙ୍କ ପାଖରେ ଏବେ ମାତ୍ର ୫୫ହଜାର ଟଙ୍କା ନଗଦ ଟଙ୍କା ରହିଛି। ୨୦୨୨-୨୩ରେ…

ମାହାଙ୍ଗାରୁ ଲଢ଼ିବେ ପ୍ରତାପ ଜେନାଙ୍କ ପୁଅ 

ଭୁବନେଶ୍ୱର,୪।୩: ଆସନ୍ତା ବିଧାନସଭା ନିର୍ବାଚନ ଲାଗି ବୁଧବାର ବିଜେଡି ପକ୍ଷରୁ ୨୭ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ କେନ୍ଦ୍ରାପଡ଼ାର ମାହାଙ୍ଗାରୁ ଅଙ୍କିତ ପ୍ରତାପ ଜେନାଙ୍କୁ ଟିକେଟ ମିଳିଛି। ସେ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ। ବିଧାନସଭା ନିର୍ବାଚନରେ…

ଭୁବନେଶ୍ୱର ୨ ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା ବିଜେଡି; ଗୋଟିଏରେ ଛିଡ଼ୁନି ଅଙ୍କ

ଭୁବନେଶ୍ୱର,୪।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ବୁଧବାର ୨୭ଜଣ ପ୍ରାର୍ଥୀଙ୍କ ନାମକୁ ଘୋଷଣା କରିଛନ୍ତି। ଏଥିରେ ଭୁବନେଶ୍ୱରର ୩ ଆସନରୁ…

ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି ବିଜେଡି…

ସସ୍‌ପେଣ୍ଡ ଭୟରେ କ’ଣ ମୋ’ ପୁଅ ପାଇଁ ପ୍ରଚାର କରିବି ନାହିଁ? ପ୍ରଶ୍ନ କରି ଜବାବ ରଖିଲେ ସୁର…

ଭୁବନେଶ୍ୱର,୨।୪: ବାପା କଂଗ୍ରେସର ବରିଷ୍ଠ ନେତା, ହେଲେ ବିଜେଡି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ପୁଅ। ଏହାକୁ ନେଇ ପରିବାର ସହ ଦଳ ପକ୍ଷରୁ ନାନାଦି ପ୍ରଶ୍ନର ସମ୍ମୁଖୀନ ହେଉଛନ୍ତି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ। ନିକଟରେ ଏକ…

ଭାଜପା କାର୍ଯ୍ୟାଳୟରେ ହଙ୍ଗାମା, ଟିକେଟ ନ ମିଳିବାରୁ ତାତିଲେ ଧର୍ମଶାଳା ଆଶାୟୀ ପ୍ରାର୍ଥୀଙ୍କ ସମର୍ଥକ…

ଭୁବନେଶ୍ୱର,୨।୪: ଆଗାମୀ ବିଧାନସଭା ନିର୍ବାଚନ ଲାଗି ଭାଜପା ମଙ୍ଗଳବାର ୧୧୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଏଥିରେ ଧର୍ମଶାଳା ଆସନରେ ସ୍ମୃତିରେଖା ପହିଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଆଶାୟୀ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କ ସମର୍ଥକ ମାନେ…

‘କୋରେଇର ସ୍ବାଭିମାନ ପାଇଁ ଲଢ଼େଇ ହେବ’

ଯାଜପୁର,୩୧ା୩(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ୨୦୨୪ ସାଧାରଣ ନିର୍ବାଚନ କ୍ରମଶଃ ରୋଚକ ମୋଡ଼ ନେଉଛି। ଅଭିନେତାରୁ ନେତା ସାଜିଥିବା ତଥା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ ଶନିବାର ବିଜେଡିରୁ ଇସ୍ତଫା ଦେବା ପରେ ଜିଲା ରାଜନୀତି ଏକପ୍ରକାର ସରଗରମ ହୋଇପଡ଼ିଛି।…

ମନ୍ମଥଙ୍କୁ ନେଇ ଅଙ୍କ ଗଡ଼ବଡ଼

ଖୋର୍ଦ୍ଧା,୩୧।୩(ପ୍ରଭାତ ପାଣିଗ୍ରାହୀ): ଓଡ଼ିଶା ରାଜନୀତିରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ରହିଛି। ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ପୁଣି ଥରେ ଏହି ଆସନରୁ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନପୁଅ…

ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼: ଖୋର୍ଦ୍ଧାରେ ଅସନ୍ତୁଷ୍ଟ କର୍ମୀଙ୍କ ମେଳି, ଏକାଠି ହେଲେ କାଳୁଙ୍କ ସମର୍ଥକ 

ଖୋର୍ଦ୍ଧା,୨୯ା୩ (ପ୍ରଭାତ ପାଣିଗ୍ରାହୀ) : ଭୁବନେଶ୍ୱର, ବେଗୁନିଆ ପରେ ଏବେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏମ୍‌ପି ଅପରାଜିତାଙ୍କୁ ଦଳୀୟ କର୍ମୀ ବିରୋଧ କରିଛନ୍ତି। ଅପରାଜିତାଙ୍କ ମନ୍ତବ୍ୟକୁ ନେଇ କର୍ମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୋର୍ଦ୍ଧା ମଲିପଡା ସ୍ଥିତ…

‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’

ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l ଏଥିରେ ଭାଜପାର ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳ ପକ୍ଷରୁ ସମ୍ବର୍ଦ୍ଧନା…

୨୦୦୪ରେ ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କୁ ହରାଇ ହଇଚଇ ସୃଷ୍ଟି କରିଥିଲେ ଗୋବିନ୍ଦା, କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୨୯।୩: ୧୪ ବର୍ଷର ବଡ଼ ବ୍ୟବଧାନ ପରେ ଅଭିନେତା ଗୋବିନ୍ଦା ପୁଣିଥରେ ରାଜନୀତିକୁ ଫେରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ର ଠିକ୍‌ ପୂର୍ବରୁ ସେ ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ଗୁରୁବାର ସେ ଏକନାଥ ଶିନ୍ଦେ ନେତୃତ୍ୱାଧୀନ ଶିବସେନାରେ ସାମିଲ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri