Tag Archives: Politics

‘ଇଭିଏମ୍‌ ଅଛି ତ ମୋଦି ଅଛନ୍ତି’

ନୂଆଦିଲ୍ଲୀ,୩୧।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପାର ବିଜୟକୁ ନେଇ ଉଭୟ ଦଳ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ଖୋଲାଖୋଲି ଭାବେ ଅନେକ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଥିବା ସଞ୍ଜୟ କହିଛନ୍ତି ଯେ ଇଭିଏମ୍‌ ଅଛି…

ତେଜସ୍ବୀ ଯାଦବଙ୍କୁ ୮ ଘଣ୍ଟା ଯାଏ ପଚରାଉଚରା କଲା ଇଡି, ୬୦ ପ୍ରଶ୍ନର ଉତ୍ତର ମାଗିଲା…

ପାଟନା,୩୦।୧: ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ‘ଲ୍ୟାଣ୍ଡ ଫର୍‌ ଜବ୍‌ ସ୍କାମ୍‌’ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୮ ଘଣ୍ଟା ଧରି ପଚରାଉଚରା କରିଛି। ମନି ଲଣ୍ଡରିଂ ଆଇନ ଅନୁଯାୟୀ ପଚରାଉଚରା କରାଯିବା ପରେ ମଙ୍ଗଳବାର ଅପରାହ୍ନରେ ସେ ବାହାରିଥିଲେ। ଆର୍‌ଜେଡି ମୁଖ୍ୟ ଲାଲୁ…

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ନୂଆ ରଣନୀତି, ସୋନିଆ ଯିବେ ରାଜ୍ୟ ସଭା! ପ୍ରିୟଙ୍କାଙ୍କୁ ନେଇ ବି ହେଉଛି…

ନୂଆଦିଲ୍ଲୀ,୩୦।୧: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନୂ ପୂର୍ବରୁ ଚର୍ଚ୍ଚାରେ କଂଗ୍ରେସର ନୂଆ ରଣନୀତି। ଦଳର ନେତା ସୋନିଆ ଗାନ୍ଧୀ ଅଥବା ପ୍ରିୟଙ୍କା ଗାନ୍ଧୀ ରାଜ୍ୟ ସଭା ଯାଇପାରନ୍ତି। ଏନେଇ ହିମାଚଳ ପ୍ରଦେଶର କଂଗ୍ରେସ ଅଧ୍ୟକ୍ଷ ପ୍ରତିଭା ସିଂହ ସଙ୍କେତ…

Bihar Crisis: ଜେଡିୟୁ ରାସ୍ତାରେ ଆର୍‌ଜେଡି, ଲାଲୁ ପକାଇଲେ ମାଞ୍ଝିଙ୍କ ପୁଅକୁ ଉପମୁଖ୍ୟମନ୍ତ୍ରୀ କରିବା ଥୋପ

ପାଟନା,୨୬।୧: ବିହାର ରାଜନୀତିରେ ହାଇଡ୍ରାମାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ନୀତୀଶ କୁମାର ଏନ୍‌ଡିଏ ସହ ଡିଲ୍‌ କରିବାକୁ ପ୍ରସ୍ତୁତ ଥିବା ବେଳେ ଆର୍‌ଜେଡି ମଧ୍ୟ ସରକାର ଗଢ଼ିବାକୁ ନେଇ ଜାଲ ବିଛାଉଛି। ଲାଲୁ ଯାଦବ…

ବିଜେଡି ଗଡ଼ରେ ପ୍ରାର୍ଥୀ ଖୋଜୁଛି ଭାଜପା

କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ସଂରକ୍ଷିତ (ଏସ୍‌ଟି) ବିଧାନସଭା ନିର୍ବାଚନ ମଣ୍ଡଳୀ କ୍ରମାଗତ ଚତୁର୍ଥଥର ବିଜେଡି ଦଖଲ କରିବାକୁ ଉଦ୍ୟମ ଚଳାଉଛି। ଭାଜପା ଉକ୍ତ ସିଟ୍‌ ଫେରି ପାଇବା ପାଇଁ ଯୋଗ୍ୟ ପ୍ରାର୍ଥୀ ଖୋଜୁଥିବା ବେଳେ କଂଗ୍ରେସ ପୂର୍ବତନ…

TMC Vs Congress: ‘ଇଣ୍ଡିଆ’ ମହାମେଣ୍ଟର ହାତ ଛାଡ଼ି ଏକା ନିର୍ବାଚନ ଲଢ଼ିବା ପଛର କାରଣ କହିଲେ ମମତା, କଂଗ୍ରେସ ରଖିଲା ପ୍ରତିକ୍ରିୟା

କୋଲକାତା, ୨୪।୧: ବିରୋଧୀ ମହାମେଣ୍ଟ ‘ଇଣ୍ଡିଆ’କୁ ବଡ଼ ଝଟ୍‌କା ଦେଇ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଆଗାମୀ ନିର୍ବାଚନରେ ଏକାକି ଲଢ଼ିବ ବୋଲି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଅପରପକ୍ଷେ କଂଗ୍ରେସ ମମତାଙ୍କ ବିନା ମହାମେଣ୍ଟର କଳ୍ପନା ଅସମ୍ଭବ ଏବଂ ସେ…

ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଜଳେଶ୍ୱର,୨୦।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୪୮ ମସିହାରେ ଜୟନାରାୟଣ…

ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୧୪।୧: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ ନିଜ ‘ଏକ୍ସ’ ଆକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ତେବେ…

ମନା କଲେ ନୀତୀଶ, ‘INDIA’ ମେଣ୍ଟର ମଙ୍ଗ ଧରିପାରନ୍ତି ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୩।୧: ‘ଇଣ୍ଡିଆ’ ମେଣ୍ଟର ସଂଯୋଜକ ହେବାକୁ ସଫାସଫା ମନା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଶନିବାର ମେଣ୍ଟର ବୈଠକ ବସିଥିଲା। ଦୁଇ ଘଣ୍ଟା ଧରି ଚାଲିଥିବା ବୈଠକରେ ସୁଯୋଗ ଦିଆଯିବା ସତ୍ତ୍ୱେ ନୀତୀଶ ସଂଯୋଜକ ହେବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି।…

ଚର୍ଚ୍ଚାରେ ବିରାମ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନାହିଁ ହେମନ୍ତ ସୋରେନ୍‌

ରାଞ୍ଚି,୩।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଇସ୍ତଫା ଦେବା ନେଇ ହେଉଥିବା ଚର୍ଚ୍ଚା ଉପରେ ବିରାମ ଲାଗିଛି। ବର୍ତ୍ତମାନ ସେ ଇସ୍ତଫା ଦେବେ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ଆବାସରେ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ହେମନ୍ତ ଇସ୍ତଫା ଦେଇ…

”ଇଣ୍ଡିଆ’ ମେଣ୍ଟର ସଂଯୋଜକ ହେବା ଲାଗି ନୀତୀଶଙ୍କଠାରୁ ଯୋଗ୍ୟ ନେତା ଆଉ କେହି ନାହାନ୍ତି’

ନୂଆଦିଲ୍ଲୀ,୨।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନେଇ ଆର୍‌ଜେଡି ନେତା ତଥା ରାଜ୍ୟ ସଭା ଏମ୍‌ପି ମନୋଜ ଝା ବଡ଼ ବୟାନ ଦେଇଛନ୍ତି। ବିରୋଧୀଙ୍କ ମେଣ୍ଟ ‘ଇଣ୍ଡିଆ’ର ସଂଯୋଜକ ହେବା ଲାଗି ନୀତୀଶଙ୍କ ବ୍ୟତିତ ଆଉ କେହି ଯୋଗ୍ୟର ନେତା ନାହାନ୍ତି…

ସୋରେନ୍‌ଙ୍କ ମାଷ୍ଟରପ୍ଲାନ୍‌, ଇସ୍ତଫା ଦେବା ପରେ ପତ୍ନୀ କଳ୍ପନା ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ !

ରାଞ୍ଚି,୨।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ତଦନ୍ତ ପରିସରକୁ ଆସିବା ପରଠାରୁ ରାଜନୈତିକ ହଲଚଲ ବଢ଼ିବାରେ ଲାଗିଛି। ଏବେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି। ଏହାପରେ ହେମନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?