Tag Archives: Politics

ଆଗକୁ ଭାଜପାରେ ଶିବରାଜଙ୍କ ଭବିଷ୍ୟତ କ’ଣ? ଦିଲ୍ଲୀ ଯିବେ ନା ରାଜଭବନ ସେନେଇ …

ଭୋପାଳ,୧୨।୧୨: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ନାମକୁ ନେଇ ଘୋଷଣା ହୋଇଛି। ୩ ଥର ବିଧାୟକ ରହିଥିବା ମୋହନ ଯାଦବଙ୍କୁ ସର୍ବସମ୍ମତିକ୍ରମେ ଭାଜପା ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ଶିବରାଜ ସିଂ ଚୌହ୍ବାନ ମଧ୍ୟ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା…

ଭାଜପା ପଇସା ଥୋଇ ରେଡ୍‌ କରାଇଛି: ସୁର ରାଉତରାୟ

ଭୁବନେଶ୍ୱର,୯।୧୨: ଆୟକର ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ ପରେ ମଦ ବ୍ୟବସାୟୀଙ୍କ ଭାଟି, କାର୍ଯ୍ୟାଳୟ ଏବଂ ବାସଭବନରୁ ଶତାଧିକ କୋଟି ଟଙ୍କା ଜବତ ହେବା ଘଟଣା ରାଜ୍ୟ ତଥା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷକରି ପଶ୍ଚିମ ଓଡ଼ିଶାର ଅନଗ୍ରସର ଜିଲାରୁ…

ମହୁଆଙ୍କୁ କହିବାକୁ ସୁଯୋଗ ଦିଆଗଲା ନାହିଁ: ମମତା ବାନାର୍ଜୀ

ନୂଆଦିଲ୍ଲୀ,୮।୧୨: ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୋଇତ୍ରାଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହୋଇଯିବା ପରେ ପ୍ରତିକ୍ରିୟା ରଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ଏହାକୁ ଗଣତନ୍ତ୍ରର ହତ୍ୟା ବୋଲି କହିଛନ୍ତି। ମହୁଆଙ୍କ ବିରୋଧରେ ଲାଗିଥିବା ଅଭିଯୋଗକୁ ନେଇ ମମତା…

ରାହୁଲଙ୍କ ଅଫିସକୁ ଏଏମ୍‌-ପିଏମ୍‌ ଭିତରେ ତଫାତ ଜଣାନାହିଁ, ଦିନେ ପିଏମ୍‌ଓ କିଭଳି ଚଳାଇବେ; କଂଗ୍ରେସ ନେତାଙ୍କ ଉପରେ ରାଗିଯାଇ…

ନୂଆଦିଲ୍ଲୀ,୭।୧୨: ଥମିବାର ନାଁ ନେଉନାହିଁ କଂଗ୍ରେସର ଅଡ଼ୁଆ। ପ୍ରଥମେ ଅଧୀର ରଞ୍ଜନ ଚୌଧୁରୀ ସଂସଦରେ ଦଳକୁ କଟାକ୍ଷ କରିବା ପରେ ଏବେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ନିଜର ପୁସ୍ତକରେ ଦଳକୁ ନେଇ ବଡ଼ ଖୁଲାସା କରିଛନ୍ତି।…

ଇଡିର ସମନକୁ ‘ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ’ କହିଲେ କେଜ୍‌ରିଓ୍ବାଲ, ଭାଜପାର ଅନୁରୋଧ କ୍ରମେ…

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ପଚରାଉଚରା ଲାଗି ହାଜର ହେବାକୁ ସମନ କରାଯାଇଛି। ୬ ମାସ ପୂର୍ବେ ସିବିଆଇ ଏହି ମାମଲାରେ କେଜ୍‌ରିଓ୍ବାଲଙ୍କୁ ପ୍ରାୟ ୯ ଘଣ୍ଟା ଧରି ପଚରାଉଚରା…

କଂଗ୍ରେସକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ସଚିନ ପାଇଲଟଙ୍କ ସମର୍ଥକ

ଜୟପୁର,୨୮।୧୦: ରାଜସ୍ଥାନରେ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଲାଗିଛି। ଜୟପୁରର ପୂର୍ବତନ ମେୟର ଜ୍ୟୋତି ଖଣ୍ଡେଲଓ୍ବାଲ ଭାଜପାରେ ସାମିଲ ହୋଇଛନ୍ତି। ଦଳ ପକ୍ଷରୁ ଟିକେଟ ନ ମିଳିବାକୁ ନେଇ ଜ୍ୟୋତି ଅସନ୍ତୁଷ୍ଟ ରହିଥିଲେ। ଏହାକୁ ନେଇ ସେ ଭାଜପାରେ ସାମିଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?