ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ
ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭାଗ ନେଇ ବଜେଟକୁ ସମର୍ଥନ ଜଣାଇ ମୁଖ୍ୟମନ୍ତ୍ରୀ ଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।…
କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ -ଏମିତି କ’ଣ ଘଟିଛି ଯେ…
ଭୁବନେଶ୍ୱର,୨୬।୩: ଓଡ଼ିଶାରେ ଭାଜପା ସରକାର କ୍ଷମତାକୁ ଆସିବା ପରଠାରୁ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବା ଅଭିଯୋଗ ଆଣି କଂଗ୍ରେସ ଗୃହ କମିଟି ଗଠନ ଦାବିରେ ଅଟଳ ରହିଛି। ଏହାକୁ ନେଇ ହଟ୍ଟଗୋଳ ଜାରି ରହିଥିବାରୁ ବାଚସ୍ପତି କଂଗ୍ରେସ ବିଧାୟକଙ୍କ ଉପରେ…
ବଜରଙ୍ଗ ଦଳ, ବିଶ୍ୱ ହିନ୍ଦୁ ପରିଷଦ ଏବଂ ଆର୍ଏସ୍ଏସ୍ର କାମ ଦଙ୍ଗା କରିବା, ଉସୁକାଇବା: ସଞ୍ଜୟ ରାଉତ
ନୂଆଦିଲ୍ଲୀ,୧୬।୩: ବିନୋଦ ବଂଶଲଙ୍କ ବୟାନର ଜବାବରେ ବିବାଦୀୟ ବୟାନ ଦେଇଛନ୍ତି ସଞ୍ଜୟ ରାଉତ। ସେ କହିଛନ୍ତି ଯେ, ଦେଶ ବିଭାଜନ ଆଡକୁ ଗତି କରୁଛି। ମୋତେ ଆଜିର ପରିସ୍ଥିତି ୧୯୪୭ ପୂର୍ବ ପରିସ୍ଥିତି ସହିତ ସମାନ ଭଳି ମନେ ହେଉଛି। ଯେତେବେଳେ…
‘ମୁଁ ନିର୍ବାଚନରେ ଜିତିଲେ ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବି’
ନୂଆଦିଲ୍ଲୀ,୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଆପ୍-କଂଗ୍ରେସ ପରେ ଭାଜପା ମଧ୍ୟ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହାକୁ ନେଇ ପ୍ରତ୍ୟେହ ରାଜନୈତିକ ବୟାନବାଜି ଦେଖିବାକୁ ମିଳୁଛି। ଭାଜପା ନେତା ତଥା କାଲକାଜୀ ବିଧାନସଭା ଆସନରୁ…
ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇଲେ ନବୀନ
ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍ ଅର୍ଥାତ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ ଉପରେ ପ୍ରଶ୍ନ ଉଠିଥିଲା। କଂଗ୍ରେସଠାରୁ ଆରମ୍ଭ କରି ଏନ୍ସିପି, ଶିବସେନା ଆଦି ଦଳ ବାଲାଟ…
୧୫ ଯାଏ ନାମାଙ୍କନ, ୨୦ ସୁଦ୍ଧା ଘୋଷଣା…ଜାନୁଆରୀରେ ଭାଜପାକୁ ମିଳିପାରେ ନୂଆ ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୦।୧୨: ଶାସକ ଭାଜପାକୁ ନୂଆ ବର୍ଷରେ ମିଳିବ ନୂଆ ଅଧ୍ୟକ୍ଷ। ଜାନୁଆରୀ ୧୫ରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଲାଗି ନାମାଙ୍କନପତ୍ର ଶେଷ ହେବ। ଏହାପରେ ଜାନୁଆରୀ ୨୦ ସୁଦ୍ଧା ଭାଜପାର ନୂତନ ସଭାପତି ମଧ୍ୟ ଘୋଷଣା କରାଯାଇପାରେ। ତେବେ ଜାନୁଆରୀ…
ପ୍ରିୟଙ୍କା ଗାନ୍ଧୀଙ୍କୁ ‘୧୯୮୪’ ଲେଖାଥିବା ବ୍ୟାଗ୍ ଭେଟି ଦେଲେ MP ଅପରାଜିତା ଷଡ଼ଙ୍ଗୀ, ଜାଣନ୍ତୁ ପୁରା ମାମଲା…
ନୂଆଦିଲ୍ଲୀ,୨୦।୧୨: ଚଳିତ ଥର ସଂସଦର ଶୀତକାଳୀନ ଅଧିବେଶନ ବେଶ ଚର୍ଚ୍ଚାରେ ରହି ଆସୁଛି। କେବେ ମାରପିଟ୍ ତ କେବେ ବ୍ୟାଗ୍ ପଲିଟିକ୍ସ ଯାଏ ସବୁକିଛି ଦେଖିବାକୁ ମିଳିଛି। ପ୍ରତ୍ୟେହ ନୂଆ ବ୍ୟାଗ୍ ସହ ସଂସଦରେ ପହଞ୍ଚି ପ୍ରିୟଙ୍କା ଖବରରେ ରହୁଛନ୍ତି। ତାଙ୍କ…
ଅମିତ ଶାହାଙ୍କୁ ବଞ୍ଚାଇବା ଲାଗି ଷଡଯନ୍ତ୍ର ରଚିଛି ଭାଜପା; ଠେଲାପେଲାକୁ ନେଇ ପ୍ରିୟଙ୍କାଙ୍କ ବଡ଼ ଅଭିଯୋଗ…
ନୂଆଦିଲ୍ଲୀ,୧୯।୧୨: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଜପା ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଉପରେ ଲଗାଯାଉଥିବା ଠେଲାପେଲା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଏସବୁ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରକ୍ଷା କରିବା ଲାଗି ଷଡଯନ୍ତ୍ର ବୋଲି ସେ କହିଛନ୍ତି। ଏପରିକି ଭାଜପା…
ଶୂନ ହୋଇଯିବ ବିଜେଡି: ଚମକାଇଲା ଯାଜପୁର ଏମ୍ପିଙ୍କ ବୟାନ…
ଭୁବନେଶ୍ୱର,୬।୧୧: ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଜଣଙ୍କ ପରେ ଜଣେ ବିଜେଡି ନେତା ଦଳ ଛାଡ଼ୁଛନ୍ତି। ଏହାକୁ ନେଇ ଯାଜପୁର ଏମ୍ପି ରବୀନ୍ଦ୍ର ନାରାୟଣ ବେହେରା ବଡ଼ ବୟାନ ଦେଇଛନ୍ତି। ଯାଜପୁରରୁ ପ୍ରକ୍ରିୟା ଆରମ୍ଭ ହେଲା, ୨୦୨୯ ନିର୍ବାଚନ ବେଳକୁ…
‘ଭାଜପାରେ ମିଶିଯିବ ବିଜେଡି’
ଭୁବନେଶ୍ୱର,୧୯।୧୦: ଗତ କିଛିଦିନ ଧରି ବିଜେଡିର ତୁଙ୍ଗ ନେତାମାନେ ଦଳ ବିରୋଧରେ ବୟାନବାଜି କରୁଛନ୍ତି। ଏଥିନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଥିବା କୁହାଯାଉଛି। ତେବେ ବିଜେଡି ନେଇ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି…
ଅମରଙ୍କ ବିସ୍ଫୋରକ ବୟାନ: ଆଗକୁ ବହୁତ କିଛି ଘଟିବାକୁ ଯାଉଛି, କେବଳ BJP ନୁହେଁ…
ଭୁବନେଶ୍ୱର,୧୫।୧୦: ବିଜେଡ଼ିରେ ନ ଥିବା କହି ଚର୍ଚ୍ଚାର ପରିସରକୁ ଆସିଥିବା ଅମର ପ୍ରସାଦ ଶତପଥୀ ମଙ୍ଗଳବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଆଗକୁ ଓଡ଼ିଶା ରାଜନୀତିରେ ଅନେକ ଘଟଣା ଘଟିବାକୁ ଯାଉଥିବା ସେ କହିଛନ୍ତି। ଏହାଛଡ଼ା ଭାଜପା ନେତା ରାମଚନ୍ଦ୍ର…
ବର୍ଷିଲେ ପାଟ୍ଟଶାଣୀ: କହିଲେ ‘ଯେପର୍ଯ୍ୟନ୍ତ ପାଣ୍ଡିଆନ ଥିବେ ବିଜେଡି ସରକାରକୁ ଆସିବ ନାହିଁ, ମୁଁ ବି…’
ଭୁବନେଶ୍ୱର,୧୫।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ ସମ୍ପୃକ୍ତି ଉପରେ ଅନେକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି କ୍ରମରେ ଭାଜପା ନେତା ପ୍ରସନ୍ନ…

