ସ୍ବାଧୀନ ପ୍ରାର୍ଥୀ ପିଣ୍ଟୁ ଦାଶ ଜେଲ ଗଲେ, ପାଲଟା ଅଭିଯୋଗ ଆଣିଲେ ସ୍ତ୍ରୀ
ବ୍ରହ୍ମପୁର,୧୪ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଭାଜପା ଏମ୍ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶ ଓରଫ ପିଣ୍ଟୁଙ୍କୁ ସୋମବାର ରାତିରେ ଗିରଫ କରିଥିଲା। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି...
ଡୁନ୍ ସ୍କୁଲରେ ପାଠପଢ଼ା, ସଞ୍ଜୟ ଗାନ୍ଧୀ ଥିଲେ ସହପାଠୀ; କଳା-ସଂସ୍କୃତି ପ୍ରିୟ ନବୀନ ଏଭଳି ଗଢ଼ିଥିଲେ ରାଜନୀତିରେ ଭବିଷ୍ୟତ
ଭୁବନେଶ୍ୱର,୧୦।୫: ଓଡ଼ିଶାରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପଦରେ ନବୀନ ପଟ୍ଟନାୟକ ଦୁଇ ଦଶକରୁ ଅଧିକ ସମୟ ଧରି ରହିଛନ୍ତି। ଏବେ ୭୮ ବର୍ଷର ହୋଇଥିବା ନବୀନ ଯଦି ଆଗାମୀ ନିର୍ବାଚନ ଜିତି...
ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ
ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ...
ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍…
ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି ପ୍ରଶ୍ନ ଆଳରେ କଟାକ୍ଷ କରିଛନ୍ତି ଭି କେ ପାଣ୍ଡିଆନ୍। ବୁଧବାର ଏକ ଖବରଦାତା...
ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି
ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ...
ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍…
ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ...
ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ
କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।...
‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’
ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି କ୍ରମରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ସେ ମନ୍ତବ୍ୟ ଦେଇ କହିଛନ୍ତି, ରାଜ୍ୟରେ...
୧୦ରେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ମୋଦି
ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ ସେ ଓଡ଼ିଶା ଆସିବେ। ତେବେ ୧୦ ତାରିଖରେ ମୋଦି ଭୁବନେଶ୍ୱରରେ ରୋଡ...
ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ
ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆଧିକାରୀକ ଭାବେ ଘୋଷଣା କରିବେ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି।...
ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ
ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା କରିଛନ୍ତି। ଇମରାନ ଖାନ୍ଙ୍କ କ୍ୟାବିନେଟ୍ର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫଓ୍ବାଦ୍ ହୁସେନ ନିଜର...
ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ
ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବୁଧବାର ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟରେ କନ୍ଧମାଳ ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ...
Archives


