ଭାଜପାରେ ସାମିଲ ହେଲେ ‘ଅନୁପମା’
ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ। ତେବେ ରୁପାଲି...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ
ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ ନଗଦ ୩୦ ହଜାର ଟଙ୍କା ଥିବା ବେଳେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ୍ ଏବଂ...
ବିଜେଡି ଛାଡ଼ିଲେ ସୁର ସେଠୀ
କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା ଦେଇଛନ୍ତି। ତେବେ ଦଳ କାକଟପୁର ବିଧାନସଭା ଆସନରୁ ତୁଷାରକାନ୍ତି ବେହେରାଙ୍କୁ ଟିକେଟ...
ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !
ନୂଆଦିଲ୍ଲୀ,୩୦।୪: ଭାରତୀୟ ଜନତା ପାର୍ଟି(ଭାଜପା) ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ଣ୍ଣ ଶକ୍ତି ସହିତ ନାମାଙ୍କନ ଭରିିବେ। ଏକ ବିଶେଷ ସମୟରେ ଏହି ନାମାଙ୍କନ ପ୍ରକ୍ରିୟା ଶେଷ ହେବ। ଉକ୍ତ ଦିନ ପ୍ରଧାନମନ୍ତ୍ରୀ ମୋଦି ଏକ ରୋଡ୍ ଶୋ’ କରିବେ।...
ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ
ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା। ଏହି ଆସନରେ ବିଜେଡି ରାଜେନ୍ଦ୍ର ସାହୁଙ୍କୁ ମଇଦାନକୁ ଓହ୍ଲାଇଛି। ନିର୍ବାଚନମଣ୍ଡଳୀରେ ଉଭୟ ନେତାଙ୍କ...
ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…
ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଖୁସି ପ୍ରକାଶ କରି ଅରିନ୍ଦମ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ...
ଏହି ୨ ବିଧାୟକଙ୍କ ଟିକେଟ୍ କାଟିଲା ବିଜେଡି
ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଟିକେଟ କଟିଥିବା ବେଳେ ଭୋଗରାଇ ବିଧାୟକ ଅନନ୍ତ ଦାସ...
ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…
ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ...
ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !
ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର କରିପାରୁନାହାନ୍ତି। ଆଶାୟୀ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ଏକ ପ୍ରକାର ଦଳ...
‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’
ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି...
ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି
ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା ୧୫ ଓ କଂଗ୍ରେସ ୯ ଆସନରେ ପ୍ରାର୍ଥୀ ଦେଇନାହିଁ। ସମୟ କମ୍ ଥିବାରୁ...
ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍ପ୍ରାଇଜ୍ ଦେବ କି ଭାଜପା…
ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛି, ଯାହାକି କଂଗ୍ରେସ ପାଇଁ ସର୍ପ୍ରାଇଜ୍ ଭଳି ହେବ। କୁହାଯାଉଛି...
Archives


