Tag Archives: Politics

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ ଓହ୍ଲାଇଛନ୍ତି।…

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ ସେ…

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋରାପୁଟ…

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି କ୍ରମରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ସେ ମନ୍ତବ୍ୟ ଦେଇ କହିଛନ୍ତି, ରାଜ୍ୟରେ ପ୍ରାକୃତିକ…

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ ସେ ଓଡ଼ିଶା ଆସିବେ। ତେବେ ୧୦ ତାରିଖରେ ମୋଦି ଭୁବନେଶ୍ୱରରେ ରୋଡ ଶୋ’…

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆଧିକାରୀକ ଭାବେ ଘୋଷଣା କରିବେ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି। ରିପୋର୍ଟ…

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା କରିଛନ୍ତି। ଇମରାନ ଖାନ୍‌ଙ୍କ କ୍ୟାବିନେଟ୍‌ର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫଓ୍ବାଦ୍‌ ହୁସେନ ନିଜର ସୋସିଆଲ…

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବୁଧବାର ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟରେ କନ୍ଧମାଳ ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଫିସର…

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ରହି ତାଙ୍କୁ ସ୍ବାଗତ କରିଥିଲେ। ତେବେ ରୁପାଲି ‘ଅନୁପମା’…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ ନଗଦ ୩୦ ହଜାର ଟଙ୍କା ଥିବା ବେଳେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ୍‌ ଏବଂ ଫିକ୍ସ…

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା ଦେଇଛନ୍ତି। ତେବେ ଦଳ କାକଟପୁର ବିଧାନସଭା ଆସନରୁ ତୁଷାରକାନ୍ତି ବେହେରାଙ୍କୁ ଟିକେଟ ଦେଇଛି।…

ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !

ନୂଆଦିଲ୍ଲୀ,୩୦।୪: ଭାରତୀୟ ଜନତା ପାର୍ଟି(ଭାଜପା) ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ଣ୍ଣ ଶକ୍ତି ସହିତ ନାମାଙ୍କନ ଭରିିବେ। ଏକ ବିଶେଷ ସମୟରେ ଏହି ନାମାଙ୍କନ ପ୍ରକ୍ରିୟା ଶେଷ ହେବ। ଉକ୍ତ ଦିନ ପ୍ରଧାନମନ୍ତ୍ରୀ ମୋଦି ଏକ ରୋଡ୍‌ ଶୋ’ କରିବେ। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?