ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍ପ୍ରାଇଜ୍ ଦେବ କି ଭାଜପା…
ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛି, ଯାହାକି କଂଗ୍ରେସ ପାଇଁ ସର୍ପ୍ରାଇଜ୍ ଭଳି ହେବ। କୁହାଯାଉଛି ଯେ…
ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହୋଇ ଜେଲ୍ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ ପ୍ରଥମେ ଏକ ଖବରଦାତା ସମ୍ମିଳନୀ କରି ସାଧାରଣ ଲୋକଙ୍କ ନିକଟକୁ ତାଙ୍କ ସ୍ବାମୀଙ୍କ ବାର୍ତ୍ତା…
ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର
ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍ ଯୋଗେ…
ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’
ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କେବଳ ଏତିକି ନୁହେଁ ସମୀର ନିଜେ ମଧ୍ୟ ଏକ ପ୍ରକାର ନିଷ୍ପତ୍ତି ବିରୋଧରେ ବିଦ୍ରୋହ…
ସର୍ପ୍ରାଇଜ୍ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍!
ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ ଧରି ଦଳ ପାଇଁ କାମ କରୁଥିବା ନେତା ନିରାଶ ହୋଇ ଅସନ୍ତୋଷ ପ୍ରକାଶ କରୁଛନ୍ତି।…
କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…
ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ନିକଟରେ ବିଜେଡିରେ ଯୋଗ ଦେଇଥିବା…
ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍ପି
ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିଛି। ଏହି ତାଲିକାରେ ଦଳ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଂସଦୀୟ…
ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍ ଖେଳିପାରେ କଂଗ୍ରେସ
ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଏଥର କିନ୍ତୁ ସେ ବିଜେଡିରେ ଯୋଗଦେଇ ଟିକେଟ ହାତେଇଛନ୍ତି।…
ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି
ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୟ କେତନ ବିଜେଡ଼ିରେ ଯୋଗଦେଇଛନ୍ତି । ବିଜେଡିକୁ…
ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
ଭୁବନେଶ୍ୱର,୧୬।୪(ସୁନିତ୍ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଭିଡିଓ କଲ୍ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍ଡେଟ୍…
ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍ କଲ୍ ପରେ ଏବେ ଭିଡିଓ କଲ୍ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି। ପୁରୀ…
ନିରାଶ ହେଲେ ଅମରେଶ, ବାଜି ମାରିନେଲେ ଅନନ୍ତ
ଭୁବନେଶ୍ୱର,୧୨।୪: ବିଜେଡି ପକ୍ଷରୁ ବିଧାନସଭା ଟିକେଟକୁ ନେଇ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରଠାରୁ ଭୁବନେଶ୍ୱର ମଧ୍ୟ ପାଇଁ କାହାକୁ ଟିକେଟ ମିଳିବ ସେନେଇ କସରତ ଚାଲିଥିଲା। ହେଲେ ଗୁରୁବାର ସବୁ ଦ୍ୱନ୍ଦ୍ୱର ଅନ୍ତ ଘଟାଇ ବିଜେଡି ଏହି ଆସନ ପାଇଁ…
Archives


