ଭୁବନେଶ୍ୱର ସମେତ ରାଜ୍ୟର ୧୬ ସ୍ଥାନରେ ନଦୀ ଜଳ ପ୍ରଦୂଷିତ, ଜାଣନ୍ତୁ ଭୁବନେଶ୍ୱର,୨।୧୨: ଓଡ଼ିଶାରେ ୧୬ଟି ନଦୀ ସ୍ଥାନ ପ୍ରଦୂଷିତ ହୋଇଥିବା କଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ…