ପ୍ରଦୂଷଣ କରୁଥିବା ଗାଡ଼ି ଉପରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ… ନୂଆଦିଲ୍ଲୀ,୨୫।୧୧: ଦିଲ୍ଲୀ- NCR ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ହସ୍ତକ୍ଷେପ କରିଛି। ପ୍ରଦୂଷଣ କରୁଥିବା ଗାଡ଼ିଗୁଡ଼ିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ରାଜଧାନୀରେ ଇଲେକ୍ଟ୍ରିକ୍ ଯାନ (EV)...