ରାଜଧାନୀ ଆକାଶରେ ବିଷ, ୧୮ଟି ଅଞ୍ଚଳରେ AQI ୪୦୦ ପାର୍ ନୂଆଦିଲ୍ଲୀ,୧୩।୧୨: ଜାତୀୟ ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି । ଆଜି ସକାଳ ଦିଲ୍ଲୀରେ କୁହୁଡ଼ି ସହିତ ଆରମ୍ଭ ହୋଇଥିଲା। ରାଜଧାନୀର ବାୟୁ ଗୁଣବତ୍ତା ଖରାପ ହେବାରେ ଲାଗି ରହିଥିଲା, ଆଜି ସକାଳେ ଗମ୍ଭୀର ବର୍ଗ...