Tag Archives: pond

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର ନାବାଳକ ଛାତ୍ର ହିତେଶ ପଣ୍ଡା (୧୬) ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ମୁତାବ,କ ଆଜି ସକାଳେ ଗାଁ ଲୋକେ ପୋଖରୀକୁ ଗାଧୋଇବାକୁ ଯାଇଥିବା…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଅଗ୍ନିଶମ ବିଭାଗର ଆଗ୍ନିକମାନେ ପୋଖରୀ ଭିତରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି…

ମଦ ପିଇ ହୋଲି ଖେଳୁଥିଲେ ଦୁଇ ସାଙ୍ଗ, ନିଶାରେ ଚୂର୍‌ ଥାଇ ଭୁଲିଗଲେ ସବୁକିଛି, ପରେ ଘଟିଲା ଏମିତି…

ଯାଜପୁରରୋଡ୍‌,୫ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲି ହେଲା କାଳ, ରଙ୍ଗ ବୋଳାବୋଳି ସହ ଖୁସିର ପର୍ବ ପରେ ଘରେ ପଡ଼ିଛି କାନ୍ଦବୋବାଳି। ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବୁଧବାର ହୋଲି ଖେଳିବା ପରେ ୟୁପିରୁ ଆସି…

ପାଣି ମୁନ୍ଦେ ପାଇଁ ଆଉଟୁପାଉଟୁ ଦେଶୀ, ବିଦେଶୀ ପକ୍ଷୀ

ମହାକାଳପଡ଼ା, ୨୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଉପକୂଳ ମହାନଦୀ ତ୍ରିକୋଣ ଭୂମି ଅବବାହିକା ଅଞ୍ଚଳରେ ଗାଡିଆପୋଖରୀ ଖାଲ ପାଟ ଶୁଖିଗଲାଣି । ପାଣି ଅଭାବ ଯୋଗୁ ଦେଶୀ ବିଦେଶୀ ପକ୍ଷୀଙ୍କ ଖାଦ୍ୟାଭାବ ଦେଖିବାକୁ ମିଳୁଛି। ବିଶେଷକରି ବତୀଘର, ନିପାଣିଆ,…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…

ଯାତ୍ରା ଦେଖି ଘରକୁ ଫେରୁଥିଲେ ଯୁବକ, ପିଟିଦେଲା ଅଜଣା ଗାଡ଼ି, ବାଇକ୍‌ ସହ ପୋଖରୀ ଭିତରେ ପଡ଼ି…

ପାଟଣା,୨୫ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ବରବେଡ଼ା ଆମ୍ବ ବାଗାନ ନିକଟ ଗଡ଼ିଆରୁ ରବିବାର ସାହାରପଡ଼ା ଫାଣ୍ଡି ପୋଲିସ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଫାଣ୍ଡି ଗଣ୍ଡ…

ପୋଖରୀ ହୁଡ଼ାରେ ପଡ଼ିଛି ମହିଳାଙ୍କ ମୃତଦେହ, ପ୍ରାଥମିକ ତଦନ୍ତବେଳେ ପୋଲିସ ପାଇଲା …

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଶଙ୍କରା ଗଉଡ଼ପଡ଼ାରେ ଜଣେ ଆଦିବାସୀ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଉଛନ୍ତି ଗୁରୁବାରୀ ମାଝୀ(୬୫)। ଗୁରୁବାର ସକାଳେ ଗଉଡ଼ପଡ଼ା ପୋଖରୀ ହୁଡ଼ାରେ ଏହି ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖି…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ ସାହିର ଦୁଇ ସାଙ୍ଗ ଶ୍ରୀ ନୀଳକଣ୍ଠେଶର ମନ୍ଦିର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଅସାବଧାନତା…

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି ପୂର୍ବାହ୍ନରେ ଜଣେ ଶିଶୁପୁତ୍ରର ମୃତଦେହ ମିଳିଛି। ମୃତ ଶିଶୁର ନାଁ ଦିନେଶ (୩)ଏବଂ ସେ…

ପୋଖରୀରୁ ମିଳିଲା ମୃତ ଶିଶୁପୁତ୍ରର ମୃତଦେହ, ଜାଲ ପକାଇବାରୁ…

ଗଞ୍ଜାମ,୨୭ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଦାମୋଦରପୁର ଗାଁ ପୋଖରୀରୁ ଅଢ଼େଇ ବର୍ଷର ଶିଶୁପୁତ୍ର ଉଦ୍ଧାର ହୋଇଛି। ମୃତ ଶିଶୁ ହେଲେ ସୁମୁନାଥ ପାତ୍ରଙ୍କ ପୁଅ ବିନାୟକ। ଗୁରୁବାର ସକାଳେ ପୋଖରୀ ନିକଟରେ ବୁଲୁଥିବା ବେଳେ ପାଣିରେ ଗୋଡ଼ ଖସି ବୁଡ଼ିଯାଇଥିବା…

ଖେଳୁଖେଳୁ ପୋଖରୀରେ ପଡ଼ିଗଲେ ୨ ଶିଶୁ, ଚାଲିଗଲା ଦୁଇ ଜୀବନ

ତିହିଡ଼ି,୧୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ ଜାଫରାବାଦ ଗ୍ରାମସ୍ଥିତ ଏକ ପୋଖରୀରେ ପଡ଼ି ସୋମବାର ମଧ୍ୟାହ୍ନରେ ୨ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ୨ଜଣ ଜାଫରାବାଦ ଗ୍ରାମର ବୁଲୁ ବାରିକଙ୍କ ପୁଅ ଅନନ୍ତଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?