ବଜେଟ୍ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି… କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍ ଘୋଷଣା ପରେ କଳାହାଣ୍ଡି ଜିଲା କେସିଙ୍ଗା ଅଞ୍ଚଳର ସାଧାରଣ ଲୋକଙ୍କ ପ୍ରତିକ୍ରିୟା ପ୍ରକାଶ ପାଇଛି। ଯୁବ ସାହିତି୍ୟକ…