ଘରୋଇ ସ୍କୁଲ୍ରେ ମାଗଣାରେ ପାଠପଢ଼ିବେ ଗରିବ ପିଲା: ୧୮ରେ ଖୋଲିବ ପାରଦର୍ଶୀ ପୋର୍ଟାଲ ଭୁବନେଶ୍ୱର,୧୪ା୩(ସୁଚିସ୍ମିତା ସାହୁ): ଘରୋଇ ସ୍କୁଲ୍ରେ ଗରିବ ପିଲାମାନେ ମାଗଣାରେ ପାଠପଢ଼ିବାକୁ ୨୫% ସିଟ୍ ସଂରକ୍ଷିତ ରହିଛି। ସରକାରଙ୍କ ଏହି ବ୍ୟବସ୍ଥାରେ ପାଠପଢ଼ିବା ଲାଗି ଆବେଦନ କରିବାକୁ ମାର୍ଚ୍ଚ ୧୮ରେ ଖୋଲିବ ପାରଦର୍ଶୀ ପୋର୍ଟାଲ। ଏନେଇ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁବାର…