ଭୁବନେଶ୍ୱର,୨୬ା୬: ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡ଼ିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି …