ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ ଅଫ ୩୨ରେ କ୍ରୋଏସିଆ ବିପକ୍ଷରେ ଗୋଲ ଦେଇ ଇତିହାସ ରଚିଥିଲେ। ପରବର୍ତ୍ତୀ ମ୍ୟାଚ…